ଲଖନପୁର: ଟ୍ରାକ୍ଟର ଓଲଟି ୨ ମୃତ, ଜଣେ ଆହତ

ଲଖନପୁର: ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ ଥାନା ଅନ୍ତର୍ଗତ ବେଲପାହାଡ଼-ବନ୍ଧବାହାଲ ରାସ୍ତାର ମୁଚ୍‌ବାହାଲ ଛକ ନିକଟରେ ଏକ ଲୁହା ରଡ୍‌ ବୋଝେଇ ଟ୍ରାକ୍ଟର ଓଲଟି ପଡ଼ିଥିଲା। ଫଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିଲା। ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ଲଖନପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି।

lakhanpur

lakhanpur

Rakesh Mallick
  • Published: Thursday, 03 November 2016
  • Updated: 03 November 2016, 05:33 PM IST

Sports

Latest News

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story