‘ଫୋନି’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ; ପୁରୀରେ ୧୭୫ କିମି ବେଗରେ ବହୁଛି ପବନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସାମୁଦ୍ରିକ ଝଡ଼ ‘ଫୋନି’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଯେକୌଣସି ସମୟରେ ପୁରୀ ଆଖପାଖ ଅଞ୍ଚଳରେ ହିଁ ଏହା ଲ୍ୟାଣ୍ଡଫଲ୍ କରିପାରେ। ସ୍ୱତନ୍ତ୍ର ରିଲିଫ୍ କମିଶନର ବିଷ୍ଣୁପଦ ସେଠୀ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ପୁରୀରେ ଏବେ ଘଣ୍ଟାପ୍ରତି ୧୭୫ କିମି ବେଗରେ ପବନ ବହୁଛି। ଆଗକୁ ପବନର ବେଗ ବଢ଼ିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ପୂର୍ବରୁ ଆକଳନ କରିଥିଲା ଯେ ଘଣ୍ଟାପ୍ରତି ଏଠାରେ ପବନର ବେଗ ୧୭୦ […]

puri

puri

Jitendra Garnayak
  • Published: Friday, 03 May 2019
  • Updated: 03 May 2019, 08:53 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସାମୁଦ୍ରିକ ଝଡ଼ ‘ଫୋନି’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଯେକୌଣସି ସମୟରେ ପୁରୀ ଆଖପାଖ ଅଞ୍ଚଳରେ ହିଁ ଏହା ଲ୍ୟାଣ୍ଡଫଲ୍ କରିପାରେ। ସ୍ୱତନ୍ତ୍ର ରିଲିଫ୍ କମିଶନର ବିଷ୍ଣୁପଦ ସେଠୀ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ପୁରୀରେ ଏବେ ଘଣ୍ଟାପ୍ରତି ୧୭୫ କିମି ବେଗରେ ପବନ ବହୁଛି। ଆଗକୁ ପବନର ବେଗ ବଢ଼ିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ପୂର୍ବରୁ ଆକଳନ କରିଥିଲା ଯେ ଘଣ୍ଟାପ୍ରତି ଏଠାରେ ପବନର ବେଗ ୧୭୦ ରୁ ୧୮୦ କିମି ରହିବ। ସ୍ଥଳବିଶେଷରେ ଏହା ଘଣ୍ଟାପ୍ରତି ୨୦୦ କିମି ବେଗରେ ପବନ ବହିବ।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ସକାଳ ୮ଟାରୁ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହା ୩ ଘଣ୍ଟା ଧରି ଚାଲିବ।

‘ଫୋନି’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଯାଇଥିବା ବେଳେ ପୁରୀରେ ସମୁଦ୍ର ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ବଡ଼ ବଡ଼ ଜୁଆର ଆସୁଛି। ବର୍ଷା ହେଉଛି। ସହରର କିଛି ସ୍ଥାନରେ ଗଛ ଉପୁଡ଼ି ପଡ଼ିଥିବା ଦେଖିବାକୁ ମିଳିଛି। ସେହିପରି କିଛି ସ୍ଥାନରେ ଘରର ଟିଣ ଛପର ଉଡ଼ିଯାଇଥିବା ଦେଖିବାକୁ ମିଳିଛି।

ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ବି ବର୍ଷା ସାଙ୍ଗକୁ ପବନ ବହୁଛି। ଚିଲିକାରେ ପବନର ବେଗ ଘଣ୍ଟାପ୍ରତି ୯୦ କିମି ରହିଛି।

ଭୁବନେଶ୍ୱରରେ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହୁଥିବା ସୂଚନା ମିଳିଛି। ଆଗକୁ ପବନର ବେଗ ବଢ଼ିବ। ଏଥିଯୋଗୁ କିଛି ସ୍ଥାନରେ ଗଛ ଉପୁଡ଼ି ପଡ଼ିଥିବା ଖବର ମିଳିଛି।

ଏସ୍‌ଆର୍‌ସିଙ୍କ ସୂଚନା ଅନୁଯାୟୀ, ‘ଫୋନି’ ପ୍ରଭାବରେ କିଛି ସ୍ଥାନରେ ଗଛ ଉପୁଡ଼ି ପଡ଼ିଥିବା ବେଳେ କୌଣସି ସ୍ଥାନରୁ ଧନଜୀବନ ହାନୀ ସୂଚନା ଆସିନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story