ମହାରଥୀ ଖାଇଛନ୍ତି ୧୦୦ କୋଟିର ଜମି: ବିଜେପି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ବିରୋଧରେ ସରକାରୀ ଜମି ହଡପ ଅଭିଯୋଗ ଆସିଛି । ମହାରଥୀ ଶହେ କୋଟିରୁ ଅଧିକ ଟଙ୍କା ମୂଲ୍ୟର ଜମି ହଡପ୍ କରିଥିବା ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି ବିଜେପି ମୁଖପାତ୍ର ଗୋଲକ ମହାପାତ୍ର । ମହାରଥୀ ନିଜ ଫାର୍ମ ହାଉସ ନିକଟ ସରକାରୀ ଜମିକୁ ବେଆଇନ ଭାବେ ଦଖଲ କରିଥିବା ନେଇ ଅଭିଯୋଗ ଆଣିଛନ୍ତି ଗୋଲକ । କେବଳ ମହାରଥୀ ନୁହଁନ୍ତି, କଂଗ୍ରେସର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ବିରୋଧରେ ମଧ୍ୟ […]

maharathi-750x428-750x428

maharathi-750x428-750x428

Jyoshna Pradhan
  • Published: Monday, 25 November 2019
  • Updated: 25 November 2019, 02:47 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ବିରୋଧରେ ସରକାରୀ ଜମି ହଡପ ଅଭିଯୋଗ ଆସିଛି । ମହାରଥୀ ଶହେ କୋଟିରୁ ଅଧିକ ଟଙ୍କା ମୂଲ୍ୟର ଜମି ହଡପ୍ କରିଥିବା ଚାଞ୍ଚଲ୍ୟକର ଅଭିଯୋଗ ଆଣିଛନ୍ତି ବିଜେପି ମୁଖପାତ୍ର ଗୋଲକ ମହାପାତ୍ର । ମହାରଥୀ ନିଜ ଫାର୍ମ ହାଉସ ନିକଟ ସରକାରୀ ଜମିକୁ ବେଆଇନ ଭାବେ ଦଖଲ କରିଥିବା ନେଇ ଅଭିଯୋଗ ଆଣିଛନ୍ତି ଗୋଲକ । କେବଳ ମହାରଥୀ ନୁହଁନ୍ତି, କଂଗ୍ରେସର ପୂର୍ବତନ ବିଧାୟକ ଯୁଧିଷ୍ଠିର ସାମନ୍ତରାୟଙ୍କ ବିରୋଧରେ ମଧ୍ୟ ସେ ଅଭିଯୋଗ ଆଣିଛନ୍ତି।

ମହାରଥୀ ନିଜ ହୁଙ୍କେଇପୁର ଫାର୍ମ ହାଉସ୍‌ ନିକଟବର୍ତ୍ତୀ ମୌଜା ପୋଢ଼ାଗୁଣ ଓ ପାଣିଦୋଳ ଗ୍ରାମର ବିଭିନ୍ନ ସରକାରୀ ପ୍ଲଟ୍‌କୁ ତାଙ୍କ ଫାର୍ମ ହାଉସ୍‌ରେ ମିଶାଇ ଦେଇ ଭୋଗ ଦଖଲ କରୁଛନ୍ତି ବୋଲି ବିଜେପି ଅଭିଯୋଗ ଆଣିଛି। ଯାହାର ଆନୁମାନିକ ମୂଲ୍ୟ ୧୦୦ କୋଟିରୁ ଅଧିକ ହେବ।

କେବଳ ମହାରଥୀ ନୁହଁନ୍ତି କଂଗ୍ରେସର ପୂର୍ବତନ ବିଧାୟକ ଯୁଧିଷ୍ଠର ସାମନ୍ତରାୟଙ୍କ ବିରୋଧରେ ମଧ୍ୟ ଜମି ହଡ଼ପ ନେଇ ବିଜେପି ଅଭିଯୋଗ ଆଣିଛି। ପିପିଲି ତହସିଲ୍‌ରେ ୫୬ ଏକରରୁ ଅଧିକ ଗୋଚର ଜମିକୁ ତତ୍କାଳୀନ ତହସିଲଦାର ଓ ଜିଲ୍ଲାପାଳମାନଙ୍କ ସହାୟତାରେ ସେ ଜମି ହଡ଼ପ କରି ନେଇଛନ୍ତି ବୋଲି ବିଜେପି ଅଭିଯୋଗ ଆଣିଛି। ଯାହାର ଆନୁମାନିକ ମୂଲ୍ୟ ୩୦୦ କୋଟି ଟଙ୍କାରୁ ଅଧିକ ହେବ।

ଭୁବନେଶ୍ୱରରେ ଏକ ସାମ୍ବାଦିକ ସମ୍ମିଳନୀ କରି ଗୋଲକ ମହାପାତ୍ର, ମହାରଥୀ ଓ ଯୁଧିଷ୍ଠରଙ୍କ ବିରୋଧରେ ଏଭଳି ଅଭିଯୋଗ ଆଣିଛନ୍ତି।

ମହାରଥୀଙ୍କ ଜମି ହଡପ ନେଇ ୨୦୧୫ରେ ଓଡ଼ିଶା ହାଇକୋର୍ଟରେ ନିଜେ ଯୁଧିଷ୍ଠିର ମାମଲା ଦାଏର କରିଥିଲେ। ୨୦୧୬ରେ କୋର୍ଟ ନିର୍ଦ୍ଦେଶ ଦେଇଥିଲେ ଯେ, ଦରଖାସ୍ତକାରୀ ଏ ସଂକ୍ରାନ୍ତରେ ଜିଲ୍ଲାପାଳଙ୍କ ନିକଟରେ ଦରଖାସ୍ତ କରିବେ ଏବଂ ଜିଲ୍ଲାପାଳ ଦୁଇ ମାସ ଭିତରେ ନିଷ୍ପତ୍ତି ନେବେ। ମାତ୍ର ଜିଲ୍ଲାପାଳ ଆଜି ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନେଇ ନାହାନ୍ତି।

ତେବେ ଏନେଇ ମହାରଥୀ ପ୍ରତିକ୍ରିୟା ରଖି କହିଛନ୍ତି, ବିଜେପି ଯାହା ଅଭିଯୋଗ ଆଣୁଛି ଆଣୁ ସରକାର ବୁଝିବେ । ସେପଟେ ବିଧିବଦ୍ଧ ଭାବେ ଅଭିଯୋଗ ହୋଇନଥିବା କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁଦାମ ମାରାଣ୍ଡି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story