ରାୟଗଡ଼ା(ମନୋଜ ପାତ୍ର): ଲଗାଣ ବର୍ଷା ଯୋଗୁ ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକରେ ଭୂସ୍ଖଳନ ହୋଇଛି। ସିନ୍ଦୁରାଘାଟି ପଞ୍ଚାୟତ ଅନ୍ତର୍ଗତ କଡ଼ିଗୁଡ଼ା ଗାଁ ନିକଟରେ ଥିବା ମରାନିଯୋଡ଼ି ପାହାଡ଼ରୁ ମାଟି ଅତଡ଼ା ଖସିଛି। ଫଳରେ ପାହାଡ଼ ତଳେ ଥିବା ଚାଷ ଜମି ଗୁଡ଼ିକରେ ମାଟି ଅତଡ଼ା ଓ ପଥର ଖଣ୍ଡ ମାଡ଼ି ଯାଇ ବ୍ୟାପକ କ୍ଷୟକ୍ଷତି ହୋଇଛି।
ସୂଚନାଯୋଗ୍ୟ, ଲଗାଣ ବର୍ଷା ଯୋଗୁ ରାୟଗଡ଼ା ଜିଲ୍ଲାର କଲ୍ୟାଣସିଂହପୁର, ଗୁଣୁପୁର, ବିଷମକଟକ, କାଶୀପୁର ବ୍ଲକର ଶହ ଶହ ଗାଁ ପ୍ରଭାବିତ ହୋଇଛି । ଜଳସ୍ତର ଆସ୍ତେ ଆସ୍ତେ ଖସୁଥିଲେ ମଧ୍ୟ ବଂଶଧାରା ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଥିବାରୁ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଭିଜିଲାନ୍ସ ଜାଲରେ ଡେପୁଟି ଜେନେରାଲ୍ ମ୍ୟାନେଜର୍; ୪ଟି ସ୍ଥାନରେ ଚଢ଼ାଉ
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।