ଭୁବନେଶ୍ୱର: ଲାଞ୍ଜିଗଡ଼ ବେଦାନ୍ତ କଂପାନୀର ଆଲୁମିନିୟମ୍ କାରଖାନାକୁ ଚାଲୁ ରଖିବାକୁ ସ୍ଥାନୀୟ ଜନ ପ୍ରତିନିଧି ଏବଂ ଅଞ୍ଚଳବାସୀ ଦାବି କରିଛନ୍ତି। ଲାଞ୍ଜିଗଡ ବିଧାୟକ ବଳଭଦ୍ର ମାଝୀ ଏବଂ ଭବାନୀପାଟଣା ସଦର ବିଧାୟକ ଅନାମ ନାଏକଙ୍କ ନେତୃତ୍ୱରେ ସ୍ଥାନୀୟ ବାସିନ୍ଦା ଶୁକ୍ରବାର ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। କଂପାନୀକୁ କଞ୍ଚାମାଲର ଆବଶ୍ୟକତା ଦୃଷ୍ଟିରୁ ଜିଲ୍ଲାରେ ଥିବା ଯେକୌଣସି ଖଣି ଦିଆଯାଉ ବୋଲି ମୁଖ୍ୟମନ୍ତ୍ରୀଙ୍କ ନିକଟରେ ସେମାନେ ଦାବି କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଓଲଟି ପଡ଼ିଲା ଟମାଟୋ ବୋଝେଇ ଟ୍ରକ୍; ଯିଏ ପାରିଲା ବୋହିନେଲା
ଟମାଟୋ ବୋଝେଇ ଟ୍ରକ୍ଟି ଛତିଶଗଡ଼ରୁ କଲିକୋତା ଅଭିମୁଖେ ଯିବାବେଳେ ଏହି ଦୁର୍ଘଟଣା ଘଟିଛି।
Accident
ରାତିରେ ଖାଇ ଶୋଇଲେ ଦାଦା,ପୁତୁରା; ସକାଳେ ଚାଲିଗଲା ଜୀବନ
ଉଭୟଙ୍କର କିପରି ମୃତ୍ୟୁ ଘଟିଲା ତାର କାରଣ ଜଣାପଡ଼ିନାହିଁ।
Crime
ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ;୧୧ଟି ସ୍ଥାନରେ ଚଢ଼ାଉ
ସୁରେଶ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Miscellaneous
ଅତିବଡ଼ି ଜଗନ୍ନାଥ ଦାସଙ୍କ ସ୍ମୃତି ପୀଠରେ ଝୁଲୁଛି ତାଲା; ବନ୍ଦ ରହିଛି ଦୈନିକ ପୂଜା ଓ ଭାଗବତ ପାଠ
ଦୀର୍ଘ ବର୍ଷ ଧରି ଅତିବଡ଼ି ଜଗନ୍ନାଥ ଦାସଙ୍କ ଉତ୍ତରାଧିକାରୀ ଭଗବାନ ଦାସ ଏହି ପୀଠରେ ପ୍ରତିଦିନ ଭାଗବତ ପାଠ କରୁଥିଲେ।