ଶେଷ ପର୍ଯ୍ୟାୟ ମତଦାନ ଆରମ୍ଭ, ନେତା ବାଛିବେ ୪୧ ଲକ୍ଷ ଭୋଟର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ପଞ୍ଚମ ତଥା ଶେଷ ପର୍ଯ୍ୟାୟ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇଛି । ନିଜ ମତାଧିକାର ସାବ୍ୟସ୍ତ କରିବାକୁ  ସକାଳୁ ସକାଳୁ ବିଭିନ୍ନ ବୁଥ୍‌ରେ ଲମ୍ବା ଧାଡ଼ିରେ  ଛିଡ଼ା ହୋଇଛନ୍ତି ଲୋକେ । ଦିନ ଗୋଟାଏ ପର୍ଯ୍ୟନ୍ତ ଚାଲିବ ମତଦାନ । ଏହାପରେ ଭୋଟବାକ୍ସକୁ କଡା ସୁରକ୍ଷା ମଧ୍ୟରେ ଷ୍ଟ୍ରଙ୍ଗରୁମକୁ ନିଆଯିବ  । ଶେଷ ପର୍ଯ୍ୟାୟରେ ଆଜି ୧୩୧ଟି ଜିଲ୍ଲା ପରିଷଦ ଜୋନ ଏବଂ ଏହା ଅଧିନରେ ଆସୁଥିବା ୯୭୫ ପଂଚାୟତରେ […]

booth

booth

Niharika Rout
  • Published: Thursday, 24 February 2022
  • Updated: 24 February 2022, 08:47 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ପଞ୍ଚମ ତଥା ଶେଷ ପର୍ଯ୍ୟାୟ ମତଦାନ ସକାଳ ୭ଟାରୁ ଆରମ୍ଭ ହୋଇଛି । ନିଜ ମତାଧିକାର ସାବ୍ୟସ୍ତ କରିବାକୁ  ସକାଳୁ ସକାଳୁ ବିଭିନ୍ନ ବୁଥ୍‌ରେ ଲମ୍ବା ଧାଡ଼ିରେ  ଛିଡ଼ା ହୋଇଛନ୍ତି ଲୋକେ । ଦିନ ଗୋଟାଏ ପର୍ଯ୍ୟନ୍ତ ଚାଲିବ ମତଦାନ । ଏହାପରେ ଭୋଟବାକ୍ସକୁ କଡା ସୁରକ୍ଷା ମଧ୍ୟରେ ଷ୍ଟ୍ରଙ୍ଗରୁମକୁ ନିଆଯିବ  ।

ଶେଷ ପର୍ଯ୍ୟାୟରେ ଆଜି ୧୩୧ଟି ଜିଲ୍ଲା ପରିଷଦ ଜୋନ ଏବଂ ଏହା ଅଧିନରେ ଆସୁଥିବା ୯୭୫ ପଂଚାୟତରେ ମତଦାନ ହେଉଛି । ଏଥର ଭୋଟ୍ ଦେଉଛନ୍ତି ୪୧ ଲକ୍ଷ ୮୮ ହଜାରରୁ ଅଧିକ ଭୋଟର । ୧୩ ହଜାର ୫୧୪ଟି ବୁଥ୍ ବ୍ୟବସ୍ଥା ହୋଇଛି । ଶାନ୍ତିଶୃଙ୍ଖଳାରେ ମତଦାନ ପାଇଁ ପୁଲିସ୍‌ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଇଛି ।

ପୂର୍ବ ୪ଟି ପର୍ଯ୍ୟାୟରେ ବହୁ ସ୍ଥାନରେ ହିଂସା, ଅନିୟମିତତା ଦୃଷ୍ଟିରୁ ଶେଷ ପର୍ଯ୍ୟାୟ ନିର୍ବାଚନକୁ ଶାନ୍ତିଶୃଙ୍ଖଳାର ସହ ସାରିବାକୁ ବ୍ୟାପକ ବ୍ୟବସ୍ଥା  ହୋଇଛି ।

https://youtu.be/w95fZ1Cs6LU

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story