ପଞ୍ଚଭୂତରେ ବିଲୀନ ହେଲେ ମନୋରମା ମହାପାତ୍ର

ପୁରୀ(ଓଡ଼ିଶା ରିପୋର୍ଟର) ପଞ୍ଚଭୂତରେ ବିଲୀନ ହୋଇଗଲେ ପ୍ରଖ୍ୟାତ ସାହିତ୍ୟିକା, କବୟିତ୍ରୀ ତଥା ସାମ୍ବାଦିକା ମନୋରମା ମହାପାତ୍ର । ଆଜି ପୁରୀ ସ୍ୱର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି । ତାଙ୍କ ଜ୍ୟେଷ୍ଠପୁତ୍ର ପ୍ରଦୀପ କୁମାର ମହାପାତ୍ର ମୁଖାଗ୍ନି ଦେଇଛନ୍ତି। ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଏବଂ ଏସପି କନୱର ବିଶାଲ୍ ସିଂହଙ୍କ ସମେତ ଜିଲ୍ଲାର ବିଭିନ୍ନ ବିଭାଗର ପ୍ରଶାସନିକ ଅଧିକାରୀ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହି ଅବସରରେ ପୁଲିସ ପକ୍ଷରୁ ରାଷ୍ଟ୍ରୀୟ ସମ୍ମାନ […]

600

600

Tapas Behera
  • Published: Sunday, 19 September 2021
  • Updated: 19 September 2021, 08:45 PM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର) ପଞ୍ଚଭୂତରେ ବିଲୀନ ହୋଇଗଲେ ପ୍ରଖ୍ୟାତ ସାହିତ୍ୟିକା, କବୟିତ୍ରୀ ତଥା ସାମ୍ବାଦିକା ମନୋରମା ମହାପାତ୍ର । ଆଜି ପୁରୀ ସ୍ୱର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି । ତାଙ୍କ ଜ୍ୟେଷ୍ଠପୁତ୍ର ପ୍ରଦୀପ କୁମାର ମହାପାତ୍ର ମୁଖାଗ୍ନି ଦେଇଛନ୍ତି। ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଏବଂ ଏସପି କନୱର ବିଶାଲ୍ ସିଂହଙ୍କ ସମେତ ଜିଲ୍ଲାର ବିଭିନ୍ନ ବିଭାଗର ପ୍ରଶାସନିକ ଅଧିକାରୀ ପହଞ୍ଚି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହି ଅବସରରେ ପୁଲିସ ପକ୍ଷରୁ ରାଷ୍ଟ୍ରୀୟ ସମ୍ମାନ ପ୍ରଦାନ କରାଯାଇଥିଲା । ଲୋକସେବକ ମଣ୍ଡଳ ରାଷ୍ଟ୍ରୀୟ ଉପସଭାପତି ତଥା ସମାଜର ପ୍ରକାଶକ ଓ ମୁଦ୍ରାକର ନିରଞ୍ଜନ ରଥ ଉପସ୍ଥିତ ଥିଲେ । ଗତକାଲି ଅପରାହ୍ନରେ ଚିକିତ୍ସାଧିନ ଅବସ୍ଥାରେ କଟକରେ ପରଲୋକ ହୋଇଥିଲା ମନୋରମାଙ୍କର । ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକପ୍ରକାଶ ପାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story