ଏମିତି ଚାଲିଛି ଆମର ଶିକ୍ଷା ବ୍ୟବସ୍ଥା। ସକାଳ ୧୦ଟାରେ ବିଦ୍ୟାଳୟକୁ ଶିକ୍ଷକ ଆସିବା କଥା ହେଲେ ୧୦ଟା ୫୦ରେ ଆସୁଛନ୍ତି। କେବଳ ଶିକ୍ଷକ ନୁହଁନ୍ତି ଶିକ୍ଷୟତ୍ରୀ ବି ସ୍କୁଲକୁ ପ୍ରତ୍ୟେକ ଦିନ ଡେରିରେ ଆସନ୍ତି ବୋଲି ଛାତ୍ରଛାତ୍ରୀଙ୍କ ଅଭିଭାବକମାନେ ଅଭିଯୋଗ କରୁଥିଲେ। ଆଉ ଏହାର ସତ୍ୟତା ଜାଣିବା ପାଇଁ ଆମ ପ୍ରତିନିଧି ନୟାଗଡ ରଣପୁର ବ୍ଲକ ମହତପଲା ଉଚ୍ଚବିଦ୍ୟାଳୟକୁ ଯାଇଥିଲେ। ସେଠାରେ ଜାଣିଲେ ଲୋକଙ୍କ କଥା ସତ। କାହିଁକିନା ପାଖାପାଖି ୧୧ଟାରେ ମଧ୍ୟ ଶିକ୍ଷକ ଆସିନଥିଲେ। ଏହାକୁ ନେଇ ଶିକ୍ଷକଙ୍କୁ ପଚାରିବାରୁ ଶିକ୍ଷକ ଜଣଙ୍କ ଚିହିଁକି ଉଠିଥିଲେ। କଣ କହୁଛନ୍ତି ଶିକ୍ଷକ ଥରେ ଣୁଣି ନିଅନ୍ତୁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ; ଡଙ୍ଗାରୁ କଏନ ସଂଗ୍ରହ କରୁ କରୁ ବୁଡ଼ିଗଲେ ନାବାଳିକା
ଭସା ଯାଇଥିବା ଡଙ୍ଗାରୁ କଏନ ସଂଗ୍ରହ କରିବାକୁ ଯାଇ ପାଣିରେ ବୁଡ଼ିଗଲେ ନାବାଳିକା। ମୃତା ନାବାଳିକାଙ୍କ ବୟସ ୧୨ ବର୍ଷ ହେବ ବୋଲି ଜଣାଯାଇଛି।
Miscellaneous
ଆଜିଠୁ ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ, ମିଳିବ ନୂଆ ଅନୁଭୂତି
ଆଜିଠୁ ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ ହେଉଛି। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଉଦଘାଟନ କରିବେ।
Events & Festivals
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା; ଡଙ୍ଗା ଭସାଇବାକୁ ଜଳାଶୟରେ ଜମିଛି ଭିଡ଼
ଓଡ଼ିଶାର ନୌବାଣିଜ୍ୟିକ ପରମ୍ପରାର ସ୍ମୃତିକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ଡଙ୍ଗା ଭସାଉଛନ୍ତି। ପୋଖରୀ, ନଦୀ, ସମୁଦ୍ରକୂଳରେ ଏଥିପାଇଁ ସ୍ୱତନ୍ତ୍ର ଆୟୋଜନ କରାଯାଇଛି।
Sports
ରାଜ୍ୟର ୧୨୯ କ୍ରୀଡ଼ାବିତଙ୍କୁ ଆର୍ଥିକ ପୁରସ୍କାର ଦେଲେ ସରକାର
ଆଜିର ପୁରସ୍କାର ବିତରଣୀ କାର୍ଯ୍ୟକ୍ରମରେ କ୍ରୀଡ଼ା ଓ ଯୁବସେବା ବିଭାଗର ନିର୍ଦ୍ଦେଶକ ସିଦ୍ଧାର୍ଥ ଦାସ ଯୋଗ ଦେଇ ଏହି ଅର୍ଥ ପୁରସ୍କାର ପ୍ରଦାନ କରିଥିବା ଜଣାପଡ଼ିଛି ।
Miscellaneous
ମନ୍ତ୍ରୀଙ୍କ ପାଇଁ ହାତଖୋଲା, କର୍ମଚାରୀଙ୍କୁ ମନା: ଆଉ ମିଳିବନି ପ୍ରଶିକ୍ଷଣ ଭତ୍ତା
ଆଜି ଅର୍ଥ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ରାଜ୍ୟ ସରକାରଙ୍କ ସମସ୍ତ ପ୍ରଶିକ୍ଷଣ କେନ୍ଦ୍ରରେ କାର୍ଯ୍ୟରତ ଅଫିସର ଓ କର୍ମଚାରୀଙ୍କୁ ମିଳୁଥିବା ପ୍ରଶିକ୍ଷଣ ଓ ଅନ୍ୟାନ୍ୟ ଅତିରିକ୍ତ ଭତ୍ତାକୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନିଆଯାଇଛି ।