ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ବଡ଼ ବୟାନ। କହିଲେ ଚାବି ହଜିଛି କି ନାହିଁ ଆମେ ଜାଣିନୁ। ଏନେଇ ହାଇକୋର୍ଟରେ ମାମଲା ଅଛି। ହାଇକୋର୍ଟ ଯାହା ନିର୍ଦ୍ଦେଶ ଦେବେ, ସରକାର ତର୍ଜମା କରି ପଦକ୍ଷେପ ନେବେ। ଆଜି ସାମ୍ୱାଦିକମାନେ ଆଇନମନ୍ତ୍ରୀଙ୍କୁ ରତ୍ନଭଣ୍ଡାର ସୁରକ୍ଷା ପ୍ରଶ୍ନ ପଚାରିଥିଲେ। ଯାହାର ଉତ୍ତରରେ ଆଇନମନ୍ତ୍ରୀ ଏପରି ନର୍ଭସ୍ ହେବା ଆଶ୍ଚର୍ଯ୍ୟ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବୋଇତ ବନ୍ଦାଣ ଉତ୍ସବ ବେଳେ ଅଘଟଣ, ମଝି ସମୁଦ୍ରରେ ଫସିଲା ଦୁଇ ବୋଟ୍
ସାଧବ ପୁଅଙ୍କୁ ନେଇ ସମୁଦ୍ରକୁ ଯାଇଥିବା ଦୁଇ ବୋଟ୍ ସମୁଦ୍ର ମଝିରେ ଫସି ରହିଛି। ଫଳରେ ୩ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ପ୍ରାୟ ୫୦ରୁ ଅଧିକ ଲୋକ ମଝି ସମୁଦ୍ରରେ ଫସି ରହିଛନ୍ତି।
Science & Environment
ଏନକ୍ଲୋଜରକୁ ଗଲା ବାଘୁଣୀ ଜିନତ୍, ୨୪ ଘଣ୍ଟା ରହିବ ନଜର
ଗତକାଲି ତା’ ନାଁ ଗଙ୍ଗା ବୋଲି କୁହାଯାଉଥିବା ବେଳେ ଆଜି କିନ୍ତୁ ଉକ୍ତ ବାଘୁଣୀର ନାଁ ‘ ଜିନତ୍’ ବୋଲି କହିଛନ୍ତି ପିସିସିଏଫ ।
Crime
ମା’ ପାଲଟିଗଲା ପଥର; ଛୁଆଙ୍କୁ ଚେଙ୍କ ଦେଲା ପ୍ରେମିକ
ବାପା ଥାଉ ଥାଉ ଅନୈତିକ ସମ୍ପର୍କରେ ବୁଡ଼ି ରହିଥିଲା ମା’ । ଏହାକୁ ବିରୋଧ କରିବା ପିଲାଙ୍କ ପାଇଁ କାଳ ହେଲା। ପାଟି ଫିଟାଇବାର ଶାସ୍ତି ସ୍ୱରୁପ ମା’ ଆଗରେ ପିଲାଙ୍କୁ ଚେଙ୍କ ଦେଇ ଚାଲିଲା ତାଙ୍କ ପ୍ରେମିକ ।
Accident
ସକାଳୁ ଫାଟିଲା ଗ୍ୟାସ୍ ସିଲିଣ୍ଡର, ୩ ଗୁରୁତର
ଗ୍ୟାସ୍ ସିଲିଣ୍ଡର ଫାଟି ୩ ଜଣ ଗୁରୁତର ହୋଇଛନ୍ତି। ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲ ଓ ଅନ୍ୟ ଜଣଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।
Accident
ଟ୍ରେନ୍ ଆଗକୁ ଡେଇଁ ପଡ଼ିଲେ ବ୍ୟାଙ୍କ କର୍ମଚାରୀ, ମିଳିଲା...
ଭଦ୍ରକ ଜିଲ୍ଲା କେନ୍ଦୁଆପଦା ରେଲୱେ ଷ୍ଟେସନ ଧାରଣାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଠାବ ହୋଇଛି।