‘ରତ୍ନଭଣ୍ଡାର ଚାବି ହଜିଛି କି ନାହିଁ ଜାଣିନୁ’ | Odisha Reporter
Advertisment
ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ବଡ଼ ବୟାନ। କହିଲେ ଚାବି ହଜିଛି କି ନାହିଁ ଆମେ ଜାଣିନୁ। ଏନେଇ ହାଇକୋର୍ଟରେ ମାମଲା ଅଛି। ହାଇକୋର୍ଟ ଯାହା ନିର୍ଦ୍ଦେଶ ଦେବେ, ସରକାର ତର୍ଜମା କରି ପଦକ୍ଷେପ ନେବେ। ଆଜି ସାମ୍ୱାଦିକମାନେ ଆଇନମନ୍ତ୍ରୀଙ୍କୁ ରତ୍ନଭଣ୍ଡାର ସୁରକ୍ଷା ପ୍ରଶ୍ନ ପଚାରିଥିଲେ। ଯାହାର ଉତ୍ତରରେ ଆଇନମନ୍ତ୍ରୀ ଏପରି ନର୍ଭସ୍ ହେବା ଆଶ୍ଚର୍ଯ୍ୟ କରିଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us