ଲକ୍ଷ୍ମୀଦତ୍ତ ହତ୍ୟା ମାମଲା: ଗୋଲକଙ୍କ ସଂପୃକ୍ତି ଅଭିଯୋଗରେ ଲାଗିଲା ପୋଷ୍ଟର

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର କାଉନସିଲର ଲକ୍ଷ୍ମୀଦତ୍ତ ପ୍ରଧାନଙ୍କ ହତ୍ୟା ମାମଲାରେ ବିଜେପି ନେତା ଗୋଲକ ମହାପାତ୍ରଙ୍କ ସଂପୃକ୍ତି ଅଭିଯୋଗ କରି ବ୍ରହ୍ମପୁରର ବିଭିନ୍ନ ସ୍ଥାନରେ ପୋଷ୍ଟର ମରାଯାଇଛି। ଏହି ପୋଷ୍ଟରରେ ଗଞ୍ଜାମ ଜିଲ୍ଲା ବୁଦ୍ଧିଜୀବୀ ମଂଚ ଲେଖାଯାଇଥିବା ଦେଖିବାକୁ ମିଳିଛି। ଲକ୍ଷ୍ମୀଦତ୍ତ ପ୍ରଧାନ ହତ୍ୟା ମାମଲାରେ ପୋଲିସ ଗୋଲକ ମହାପାତ୍ରଙ୍କୁ ପଚରା ଉଚରା କରିଛି।  ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ କୃଷ୍ଣଚନ୍ଦ୍ର ନାୟକଙ୍କ ସହ ଗୋଲକଙ୍କ ଲିଙ୍କ୍ ଥିବା ଅଭିଯୋଗ ରହିଛି। ଏ ଘଟଣାରେ ମୋତେ ଫସାଇବାକୁ […]

bjp

bjp

Rakesh Mallick
  • Published: Sunday, 05 November 2017
  • Updated: 05 November 2017, 10:12 AM IST

Sports

Latest News

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର କାଉନସିଲର ଲକ୍ଷ୍ମୀଦତ୍ତ ପ୍ରଧାନଙ୍କ ହତ୍ୟା ମାମଲାରେ ବିଜେପି ନେତା ଗୋଲକ ମହାପାତ୍ରଙ୍କ ସଂପୃକ୍ତି ଅଭିଯୋଗ କରି ବ୍ରହ୍ମପୁରର ବିଭିନ୍ନ ସ୍ଥାନରେ ପୋଷ୍ଟର ମରାଯାଇଛି। ଏହି ପୋଷ୍ଟରରେ ଗଞ୍ଜାମ ଜିଲ୍ଲା ବୁଦ୍ଧିଜୀବୀ ମଂଚ ଲେଖାଯାଇଥିବା ଦେଖିବାକୁ ମିଳିଛି।

ଲକ୍ଷ୍ମୀଦତ୍ତ ପ୍ରଧାନ ହତ୍ୟା ମାମଲାରେ ପୋଲିସ ଗୋଲକ ମହାପାତ୍ରଙ୍କୁ ପଚରା ଉଚରା କରିଛି।  ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ କୃଷ୍ଣଚନ୍ଦ୍ର ନାୟକଙ୍କ ସହ ଗୋଲକଙ୍କ ଲିଙ୍କ୍ ଥିବା ଅଭିଯୋଗ ରହିଛି।

ଏ ଘଟଣାରେ ମୋତେ ଫସାଇବାକୁ ଷଡ଼ଯନ୍ତ୍ର କରାଯାଉଛି। ଘଟଣାର ନିରପେକ୍ଷ ତଦନ୍ତ କରାଯାଉ ବୋଲି ଗୋଲକ ପୂର୍ବରୁ ଦାବି କରି ସାରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story