ନୀଳଗିରି (ବିଶ୍ୱମ୍ୱର ଦାସ): ଅସାବଧାନତା ଯୋଗୁ ଘରେ ନିଆଁ ଲାଗିଯିବା ଫଳରେ ଜଣେ ୬ ମାସର ଶିଶୁ ପୋଡ଼ିହୋଇ ଗୁରୁତର ଆହତ ହୋଇଛି। ଆଜି ସକାଳେ ଏମିତି ଘଟଣା ବାଲେଶ୍ୱର ଜିଲ୍ଲା ନୀଳଗିରି ଏନ୍ଏସି ଅଞ୍ଚଳରେ ଘଟିଛି।
ଆଜି ସକାଳେ ଏନ୍ଏସିର ଗୁଡିଖାଣି ଅଞ୍ଚଳର ରବି ବିନ୍ଧାଣୀଙ୍କ ସ୍ତ୍ରୀ ରୋଷେଇ କରିବାକୁ ଯାଉଥିଲେ। ତେବେ ଗ୍ୟାସ ଲିକ୍ ହୋଇଥିବା ଜାଣିନପାରି ଦିଆସିଲି ମାରିଦେଇଥିଲେ। ଫଳରେ ଚାଳ ଘରେ ନିଆଁ ଲାଗି ଯାଇଥିଲା।
ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତା' ସହିତ ଘରୁ ରବିଙ୍କ ୬ ମାସର ଝିଅକୁ ଗୁରୁତର ଅସୁସ୍ଥାରେ ଉଦ୍ଧାର କରି ମେଡିକାଲ୍ରେ ଭର୍ତ୍ତି କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ହାତୀ ଘଉଡାଇବାକୁ ଯାଇଥିଲେ; କଚାଡି ମାରିଦେଲା
ଗତ ୧୮ ତାରିଖରେ ହାତୀବାରି ଅଞ୍ଚଳରେ ଧାନ କ୍ଷେତ ଜଗିଥିବା ବେଳେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଥିଲା।
Crime
ଓଡ଼ିଶା-ଛତିଶଗଡ଼ ସୀମାରେ ନକ୍ସଲ କ୍ୟାମ୍ପ୍ ଠାବ; ବିପୁଳ ନକ୍ସଲ ସାମଗ୍ରୀ ଜବତ
ନକ୍ସଲ କ୍ୟାମ୍ପରୁ ବନ୍ଧୁକ ସମେତ ଅନ୍ୟ ନକ୍ସଲ ସାମଗ୍ରୀ ଜବତ ହୋଇଛି।
Miscellaneous
ହାଇକୋର୍ଟରେ ରାଜ୍ୟ ମହିଳା ଆୟୋଗ ବରଖାସ୍ତ ମାମଲା, ସତ୍ୟପାଠ ଦାଖଲ ପାଇଁ ନିର୍ଦ୍ଦେଶ, ୧୧ରେ ପରବର୍ତ୍ତୀ ଶୁଣାଣି
ହାଇକୋର୍ଟ ବିଚାରପତି ଜଷ୍ଟିସ ସଞ୍ଜିବ କୁମାର ପାଣିଗ୍ରାହୀଙ୍କ ଖଣ୍ଡପୀଠ ଆଜି ରାଜ୍ୟ ମହିଳା ଆୟୋଗର ୩ଜଣ ବରଖାସ୍ତ ସଦସ୍ୟ ସ୍ୱର୍ଣ୍ଣଲତା ସାମଲ, ବବିତା ସ୍ୱାଇଁ ଓ ବିଜୟ ବରୁୱାଙ୍କ ଦ୍ୱାରା ଦାଏର ପୃଥକ ପୃଥକ ଆବେଦନର ଏକାଠି ଶୁଣାଣି କରିଥିଲେ ।