ମହିଳା ନକ୍ସଲଙ୍କ ଆତ୍ମସମର୍ପଣ

କୋରାପୁଟ(ସୂର୍ଯ୍ୟ ପଣ୍ଡା): କୋରାପୁଟ ଏସ୍‌ପିଙ୍କ ନିକଟରେ ଜଣେ ମହିଳା ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାଁ ତୁଳସୀ ଉଲାକା ଓରଫ୍ ସଙ୍ଗୀତା। ସଙ୍ଗୀତା ଆନ୍ଧ୍ର-ଓଡ଼ିଶା ସୀମାନ୍ତ ସ୍ପେଶାଲ ଜୋନାଲ୍ କମିଟିର ସଦସ୍ୟା ଥିଲେ। ସେ ନାରାୟଣପାଟଣା ଅଞ୍ଚଳରେ ବିଭିନ୍ନ ନକ୍ସଲ କାର୍ଯ୍ୟକଳାପରେ ସକ୍ରିୟ ଥିଲେ। ତାଙ୍କ ନାଁରେ ୪ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା।

naxal0

Tapaswini Nayak
  • Published: Saturday, 28 March 2020
  • , Updated: 28 March 2020, 02:29 PM IST

କୋରାପୁଟ(ସୂର୍ଯ୍ୟ ପଣ୍ଡା): କୋରାପୁଟ ଏସ୍‌ପିଙ୍କ ନିକଟରେ ଜଣେ ମହିଳା ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାଁ ତୁଳସୀ ଉଲାକା ଓରଫ୍ ସଙ୍ଗୀତା।
ସଙ୍ଗୀତା ଆନ୍ଧ୍ର-ଓଡ଼ିଶା ସୀମାନ୍ତ ସ୍ପେଶାଲ ଜୋନାଲ୍ କମିଟିର ସଦସ୍ୟା ଥିଲେ।

ସେ ନାରାୟଣପାଟଣା ଅଞ୍ଚଳରେ ବିଭିନ୍ନ ନକ୍ସଲ କାର୍ଯ୍ୟକଳାପରେ ସକ୍ରିୟ ଥିଲେ। ତାଙ୍କ ନାଁରେ ୪ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା।

Related story