କଲୋନୀରେ ବୁଲୁଛି କଲରାପତରିଆ ବାଘ

ଟିଟିଲାଗଡ଼ (ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା ବଡ଼ମାଲ ଗୋଳାବାରୁଦ କାରଖାନା ଅଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। ଗତ କିଛି ଦିନ ହେଲା ଗୋଳାବାରୁଦ କାରଖାନା କର୍ମଚାରୀମାନେ ବସବାସ କରୁଥିବା କଲୋନୀରେ କଲରାପତରିଆ ବାଘ ବୁଲୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ସେହିପରି ଗତକାଲି ସନ୍ଧ୍ୟାରେ ମଧ୍ୟ ଗୋଳାବାରୁଦ କାରଖାନା କଲୋନୀ ଅଞ୍ଚଳର ଟାଇପ ଫେଜ୍ ୨୪ ନିକଟରେ ଏକ କଲରାପତରିଆ ବାଘ ବୁଲୁଥିବା ଲୋକେ ଦେଖିବାକୁ ପାଇଥିଲେ। କ୍ୟାମେରାରେ ମଧ୍ୟ ବାଘ ବୁଲୁଥିବା ଦୃଶ୍ୟ କଏଦ ହୋଇଛି। ଏହି […]

tigher00

tigher00

Tapaswini Nayak
  • Published: Monday, 14 October 2019
  • Updated: 14 October 2019, 09:19 AM IST

Sports

Latest News

ଟିଟିଲାଗଡ଼ (ଓଡ଼ିଶା ରିପୋର୍ଟର): ବଲାଙ୍ଗିର ଜିଲ୍ଲା ବଡ଼ମାଲ ଗୋଳାବାରୁଦ କାରଖାନା ଅଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। ଗତ କିଛି ଦିନ ହେଲା ଗୋଳାବାରୁଦ କାରଖାନା କର୍ମଚାରୀମାନେ ବସବାସ କରୁଥିବା କଲୋନୀରେ କଲରାପତରିଆ ବାଘ ବୁଲୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ସେହିପରି ଗତକାଲି ସନ୍ଧ୍ୟାରେ ମଧ୍ୟ ଗୋଳାବାରୁଦ କାରଖାନା କଲୋନୀ ଅଞ୍ଚଳର ଟାଇପ ଫେଜ୍ ୨୪ ନିକଟରେ ଏକ କଲରାପତରିଆ ବାଘ ବୁଲୁଥିବା ଲୋକେ ଦେଖିବାକୁ ପାଇଥିଲେ। କ୍ୟାମେରାରେ ମଧ୍ୟ ବାଘ ବୁଲୁଥିବା ଦୃଶ୍ୟ କଏଦ ହୋଇଛି। ଏହି ଘଟଣା ପ୍ରଘଟ ହେବା ପରେ ଅଞ୍ଚଳବାସୀ ଆହୁରି ଭୟଭୀତ ହୋଇପଡ଼ିଛନ୍ତି। ତେବେ ଏସଂପର୍କରେ ରେଞ୍ଜର୍ କିଛି ଜାଣି ନଥିବା କହିଛନ୍ତି।

https://youtu.be/tGrpdQHi_jA

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story