ଫୁଲବାଣୀ(ତ୍ରିନାଥ ସାହୁ): ଅଟୋରେ କଲରାପତରିଆ ବାଘ ଚମଡ଼ା ଚାଲାଣ ହେଉଥିବା ବେଳେ ଧରାପଡ଼ିଗଲା। ଏପରି ଘଟଣା ଗତକାଲି ଫୁଲବାଣୀ ବନାଞ୍ଚଳ ଗୂଦାରୀ ଗାଁ ଛକ ନିକଟରେ ଘଟିଛି।
ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଫୁଲବାଣୀ ବନାଞ୍ଚଳ ଟିମ୍ ଅଟୋକୁ ଅଟକାଇ ଯାଞ୍ଚ କରିଥିଲା। ଏହାପରେ ସୁଡ଼ୁରୁକୁମ୍ପାରୁ ଅଟୋରେ ବାଘ ଚମଡ଼ା ଚାଲାଣ ହେଉଥିବା ଜଣାପଡ଼ିଥିଲା। ଘଟଣାସ୍ଥଳରୁ ଅଟୋ ଚାଳକ ଅର୍ଜୁନ ଗଣ୍ଡାଙ୍କୁ ଗିରଫ କରାଯାଇଥିବା ବେଳେ ସୁଡ଼ୁରୁକୁମ୍ପା ଅଞ୍ଚଳରୁ ଅନ୍ୟ ଜଣଙ୍କୁ ମଧ୍ୟ ଗିରଫ କରାଯାଇଛି। ସୁଡ଼ୁରୁକୁମ୍ପା ଅଞ୍ଚଳରୁ ଗିରଫ ହୋଇଥିବା ବ୍ୟକ୍ତିଙ୍କଠାରୁ ଗୋଟିଏ ବନ୍ଧୁକ ଓ ବାଘ ନଖ ମଧ୍ୟ ଜବତ ହୋଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କାର୍ଯ୍ୟରେ ଯୋଗଦେଲେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା କାର୍ତ୍ତିକେୟନ
ବିଜେଡିର ନିର୍ବାଚନୀ ବିପର୍ଯ୍ୟୟ ପରେ ପିଛିଲା ଭାବେ ମେ’ ୩୧ରୁ ୬ମାସ ଛୁଟିରେ ପଳାଇଥିଲେ ସୁଜାତା।
Crime
ଖଣି ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ; ୭ଟି ସ୍ଥାନରେ ଚଢ଼ଉ
ପଦ୍ମନାଭ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Miscellaneous
ବାହାର ରାଜ୍ୟକୁ ଚାଲାଣ ହେଉଥିଲେ ୧୭ ଦାଦନ ଶ୍ରମିକ; ଅଟକାଇ ଦେଲା ପୁଲିସ୍
ଉଦ୍ଧାର ଶ୍ରମିକମାନଙ୍କ ମଧ୍ୟରେ ପୁରୁଷ ୭, ମହିଳା ୮ ଓ ଛୋଟଛୁଆ ୨ ଜଣ ଅଛନ୍ତି।
Events & Festivals
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ।
Crime
ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷ; ମାଡ଼ି ବସିଲା ଭିଜିଲାନ୍ସ
ଗତକାଲି ସନ୍ଧ୍ୟାରେ ହୃଷିକେଷ ନଳିନୀଙ୍କୁ ଲାଞ୍ଚ ଟଙ୍କା ଦେବାବେଳେ ଭିଜିଲାନ୍ସ ତାଙ୍କୁ ମାଡ଼ି ବସିଥିଲା।