ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ

<p>ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ପାଇକ ବିଦ୍ରୋହ ସ୍ମାରକୀ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ମହେଶ ଶର୍ମା ଚିଠି ଲେଖିଛନ୍ତି । &nbsp;ସ୍ମାରକୀ ପାଇଁ ଖୋର୍ଦ୍ଧା ବରୁଣେଇ ପାଦ ଦେଶରେ ୫୦ ଏକର ଜମି ଦେବାକୁ ଚିଠିରେ ଉଲ୍ଲେଖ କରିଛନ୍ତି। ପାଇକ ବିଦ୍ରୋହର ୨୦୦ ବର୍ଷ ପୂର୍ତ୍ତି ଅବସରରେ ସ୍ଥାୟୀ ଭିତ୍ତିଭୂମି ସହ ସ୍ମାରକୀ ପାଇକ ବିଦ୍ରୋହକୁ ଶ୍ରଦ୍ଧାଞ୍ଜଳି &nbsp;ଦିଆଯିବ ବୋଲି&nbsp; କେନ୍ଦ୍ରମନ୍ତ୍ରୀ ଚିଠିରେ ଦର୍ଶାଇଛନ୍ତି ।</p> <p>ସେହିପରି ଉତ୍କଳ ବିଶ୍ୱବିଦ୍ୟାଳୟରେ ପାଇକ ବିଦ୍ରୋହ ଚେୟାର ପାଇଁ ମଧ୍ୟ ଚିଠିରେ ଉଲ୍ଲେଖ ରହିଛି। &nbsp;ଏନେଇ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ମଧ୍ୟ ସେ ଚିଠି ଲେଖିଛନ୍ତି।</p>

Ordigital Desk
  • Published: Friday, 16 March 2018
  • Updated: 16 March 2018, 12:59 PM IST
<p>ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ପାଇକ ବିଦ୍ରୋହ ସ୍ମାରକୀ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ମହେଶ ଶର୍ମା ଚିଠି ଲେଖିଛନ୍ତି । &nbsp;ସ୍ମାରକୀ ପାଇଁ ଖୋର୍ଦ୍ଧା ବରୁଣେଇ ପାଦ ଦେଶରେ ୫୦ ଏକର ଜମି ଦେବାକୁ ଚିଠିରେ ଉଲ୍ଲେଖ କରିଛନ୍ତି। ପାଇକ ବିଦ୍ରୋହର ୨୦୦ ବର୍ଷ ପୂର୍ତ୍ତି ଅବସରରେ ସ୍ଥାୟୀ ଭିତ୍ତିଭୂମି ସହ ସ୍ମାରକୀ ପାଇକ ବିଦ୍ରୋହକୁ ଶ୍ରଦ୍ଧାଞ୍ଜଳି &nbsp;ଦିଆଯିବ ବୋଲି&nbsp; କେନ୍ଦ୍ରମନ୍ତ୍ରୀ ଚିଠିରେ ଦର୍ଶାଇଛନ୍ତି ।</p><p>ସେହିପରି ଉତ୍କଳ ବିଶ୍ୱବିଦ୍ୟାଳୟରେ ପାଇକ ବିଦ୍ରୋହ ଚେୟାର ପାଇଁ ମଧ୍ୟ ଚିଠିରେ ଉଲ୍ଲେଖ ରହିଛି। &nbsp;ଏନେଇ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ମଧ୍ୟ ସେ ଚିଠି ଲେଖିଛନ୍ତି।</p>

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos