ହତ୍ୟା ମାମଲାରେ ୧୯ ଜଣଙ୍କୁ ଆଜୀବନ କାରା ଦଣ୍ଡାଦେଶ

ବ୍ରହ୍ମପୁର(ଅଶୋକ ବହ୍ମା): ଏକ ହତ୍ୟା ମାମଲାରେ ଆଜି କଡ଼ା ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ଗଞ୍ଜାମ ଜିଲ୍ଲାର କୁଲଟା ଗାଁର ମହେଶ୍ୱର ସାସମଲ ହତ୍ୟା ମାମଲାରେ  ୧୯ ଜଣଙ୍କୁ ଆଜୀବନ କାରା ଦଣ୍ଡାଦେଶ ଶୁଣାଇଛନ୍ତି ବ୍ରହ୍ମପୁର ଏଡିଜେ-୧ କୋର୍ଟ। ୨୦୦୭ କୁଲଟା ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ  ଘଟି ମହେଶ୍ୱର ସାସମଲଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ମୋଟ୍ ୧୯ ଜଣ ଅଭିଯୁକ୍ତ ଥିଲେ। ତେବେ ମାମଲା ଚାଲିବା ଭିତରେ ଜଣଙ୍କ ମୃତ୍ୟୁ ହୋଇସାରିଛି।

90-1

90-1

Tapas Behera
  • Published: Wednesday, 19 June 2019
  • Updated: 19 June 2019, 01:59 PM IST

Sports

Latest News

ବ୍ରହ୍ମପୁର(ଅଶୋକ ବହ୍ମା): ଏକ ହତ୍ୟା ମାମଲାରେ ଆଜି କଡ଼ା ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ଗଞ୍ଜାମ ଜିଲ୍ଲାର କୁଲଟା ଗାଁର ମହେଶ୍ୱର ସାସମଲ ହତ୍ୟା ମାମଲାରେ  ୧୯ ଜଣଙ୍କୁ ଆଜୀବନ କାରା ଦଣ୍ଡାଦେଶ ଶୁଣାଇଛନ୍ତି ବ୍ରହ୍ମପୁର ଏଡିଜେ-୧ କୋର୍ଟ।

୨୦୦୭ କୁଲଟା ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ  ଘଟି ମହେଶ୍ୱର ସାସମଲଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ମୋଟ୍ ୧୯ ଜଣ ଅଭିଯୁକ୍ତ ଥିଲେ। ତେବେ ମାମଲା ଚାଲିବା ଭିତରେ ଜଣଙ୍କ ମୃତ୍ୟୁ ହୋଇସାରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos