ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି ଉତ୍ତର-ବଙ୍ଗୋପସାଗର ତଥା ତାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ଘନୀଭୂତ ହୋଇଛି। ଏହା ଆଗାମୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ ଦିଗରେ ଗତିକରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଏବଂ ବିହାର ଅତିକ୍ରମ କରିବାର ସମ୍ଭାବନା ରହିଛି | ୨୮ରୁ ୩୦ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ରରେ ୪୦ରୁ ୫୦ କି.ମି ବେଗରେ ପବନ ବୋହିବ। ତେଣୁ ସମୁଦ୍ରକୁ ଯିବା ବେଳେ ସତର୍କତା ଅବଲମ୍ବନ କରିବାକୁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି। ସୂଚନାଯୋଗ୍ୟ, ଜୁଲାଇ ଅଧା ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପରିମାଣ କମ୍ ଥିଲା। ଏବେ ବି ତାହା ସ୍ୱାଭାବିକ ସ୍ଥିତିକୁ ଫେରି ନ ଥିବା ବେଳେ ୧୭ଟି ଜିଲ୍ଲାରେ ମରୁଡ଼ି ପରିସ୍ଥିତି ଦେଖାଦେଇଛି। ତେଣୁ ଏବେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଚାଷୀକୂଳ ଆଶ୍ୱସ୍ତ ଲାଭ କରିବେ ବୋଲି ଆଶା କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।