ଲଘୁଚାପ : ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି ଉତ୍ତର-ବଙ୍ଗୋପସାଗର ତଥା ତାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ଘନୀଭୂତ ହୋଇଛି।  ଏହା ଆଗାମୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ ଦିଗରେ ଗତିକରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଏବଂ ବିହାର ଅତିକ୍ରମ କରିବାର ସମ୍ଭାବନା ରହିଛି | ୨୮ରୁ ୩୦ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ରରେ ୪୦ରୁ ୫୦ କି.ମି ବେଗରେ ପବନ ବୋହିବ। […]

Rain

Rain

Tapas Behera
  • Published: Wednesday, 28 July 2021
  • Updated: 29 July 2021, 09:11 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତକାଲି ଉତ୍ତର-ବଙ୍ଗୋପସାଗର ତଥା ତାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ଘନୀଭୂତ ହୋଇଛି।  ଏହା ଆଗାମୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ ଦିଗରେ ଗତିକରି ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଏବଂ ବିହାର ଅତିକ୍ରମ କରିବାର ସମ୍ଭାବନା ରହିଛି | ୨୮ରୁ ୩୦ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ରରେ ୪୦ରୁ ୫୦ କି.ମି ବେଗରେ ପବନ ବୋହିବ। ତେଣୁ  ସମୁଦ୍ରକୁ ଯିବା ବେଳେ ସତର୍କତା ଅବଲମ୍ବନ କରିବାକୁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି। ସୂଚନାଯୋଗ୍ୟ, ଜୁଲାଇ ଅଧା ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପରିମାଣ କମ୍‌ ଥିଲା। ଏବେ ବି ତାହା ସ୍ୱାଭାବିକ ସ୍ଥିତିକୁ ଫେରି ନ ଥିବା ବେଳେ ୧୭ଟି ଜିଲ୍ଲାରେ ମରୁଡ଼ି ପରିସ୍ଥିତି ଦେଖାଦେଇଛି। ତେଣୁ ଏବେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଚାଷୀକୂଳ ଆଶ୍ୱସ୍ତ ଲାଭ କରିବେ ବୋଲି ଆଶା କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story