ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଉତ୍ତର-ପୂର୍ବ ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟାନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ବର୍ଷା ପାଇଁ ୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣି ଜାରି କରିଛି ପାଣିପାଗ କେନ୍ଦ୍ର।  କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ପୁରୀ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ପ୍ରଭାବରେ ୬ ଓ ୭ ତାରିଖରେ […]

Heavy-Rain

Heavy-Rain

Tapas Behera
  • Published: Sunday, 05 September 2021
  • Updated: 05 September 2021, 03:25 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଉତ୍ତର-ପୂର୍ବ ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟାରେ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟାନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ବର୍ଷା ପାଇଁ ୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣି ଜାରି କରିଛି ପାଣିପାଗ କେନ୍ଦ୍ର।  କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ପୁରୀ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ପ୍ରଭାବରେ ୬ ଓ ୭ ତାରିଖରେ ବର୍ଷାର ପରିମାଣ ବଢିବ ବୋଲି କହିଛି ପାଣିପାଗ କେନ୍ଦ୍ର । ଦକ୍ଷିଣ ଓଡିଶାରେ ପବନର ବେଗ ୪୦ ରୁ ୫୦ କିଲୋମିଟର ରହିବ ବୋଲି କହିଛି ପାଣିପାଗ କେନ୍ଦ୍ର। ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ବାରଣ କରାଯାଇଛି। ୧ ଜୁନ ରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ଠାରୁ ୩୦ ପ୍ରତିଶତ କମ ବର୍ଷା ରେକର୍ଡ ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos