ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ଅନେକ ଜିଲ୍ଲାରେ ବଜ୍ରପାତର ଆଶଙ୍କା ରହିଛି। ଏଥିପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଆଜି ଅପରାହ୍ନ ୧ଟା୩୦ ଯାଏ ସତର୍କ ରହିବାକୁ ୧୫ଟି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ବୌଦ୍ଧ, ସୋନପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ଗଞ୍ଜାମ ଓ ନୟାଗଡ଼।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ଭିଜିଲାନ୍ସ ଜାଲରେ ଡେପୁଟି ଜେନେରାଲ୍ ମ୍ୟାନେଜର୍; ୪ଟି ସ୍ଥାନରେ ଚଢ଼ାଉ
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।