ଏହିସବୁ ଜିଲ୍ଲାଗୁଡ଼ିକରେ ଆଜି ହୋଇପାରେ ବଜ୍ରପାତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଆଜି ରାଜ୍ୟର ଅନେକ ଜିଲ୍ଲାରେ ବଜ୍ରପାତର ଆଶଙ୍କା ରହିଛି। ଏଥିପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ଅପରାହ୍ନ ୧ଟା୩୦ ଯାଏ ସତର୍କ ରହିବାକୁ ୧୫ଟି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ବୌଦ୍ଧ, ସୋନପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ଗଞ୍ଜାମ ଓ ନୟାଗଡ଼।

lighting

Jyoshna Pradhan
  • Published: Monday, 12 August 2019
  • , Updated: 12 August 2019, 11:01 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ଆଜି ରାଜ୍ୟର ଅନେକ ଜିଲ୍ଲାରେ ବଜ୍ରପାତର ଆଶଙ୍କା ରହିଛି। ଏଥିପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଆଜି ଅପରାହ୍ନ ୧ଟା୩୦ ଯାଏ ସତର୍କ ରହିବାକୁ ୧୫ଟି ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- କନ୍ଧମାଳ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ବୌଦ୍ଧ, ସୋନପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ଗଞ୍ଜାମ ଓ ନୟାଗଡ଼।

Related story