କଟକ/କେନ୍ଦ୍ରାପଡ଼ା(ଓଡ଼ିଶା ରିପୋର୍ଟର) ପୁଣି କାଳ ହେଲା ବଜ୍ରପାତ। ଆଜି କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ୫ ଜଣଙ୍କ ଜୀବନ ନେଇଛି ବଜ୍ରାଘାତ। ବଜ୍ରପାତରେ କଟକ ଜିଲ୍ଲା ମାହାଙ୍ଗା ବ୍ଳକ ଭେଡା ଗାଁର ନିରଞ୍ଜନ ମଲ୍ଲିକ ଓ ଲଳିତଗିରି ଗାଁର ବାବୁଲି ଜେନାଙ୍କ ମୃତ୍ୟୁ ହୋଇଛି। ସେହିପରି ସାଲେପୁର ମାଳ ଲଖନପୁରର ଗାଁର ରଞ୍ଜନ ବେହେରା ବଜ୍ରପାତରେ ପ୍ରାଣ ହରାଇଛନ୍ତି ।
ଏପଟେ କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ାରେ ଜଣକ ଜୀବନ ଯାଇଛି । ମୃତକ ହେଲେ ବରକନ୍ଦା ଗାଁର କୃପାସିନ୍ଧୁ ରାଉତ। ନିରଞ୍ଜନ, ରଞ୍ଜନ ଓ କୃପାସିନ୍ଧୁ । ଏମାନେ ନିଜ ନିଜ ଜମିରେ କାମ କରୁଥିବାବେଳେ ବଜ୍ରପାତର ଶିକାର ହୋଇଥିଲେ।
ସେହିପରି ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ଥାନା ପମ୍ପରା ଗାଁରେ ବଜ୍ରାଘାତରେ ଜଣେ ଯୁବକ ମନୋରଞ୍ଜନ ପୋଢ଼ଙ୍କ ଜୀବନ ଯାଇଛି। ମନୋରଞ୍ଜନଙ୍କ ସହ ଥିବା ଅନ୍ୟ ଜଣେ ଯୁବକ ମଧ୍ୟ ଗୁରୁତର ହେବାରୁ ତାଙ୍କୁ ବଡ଼ଗାଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ନୂଆ ବର୍ଷରେ ସିସିଟିଭି ନଜରରେ ରହିବ ଶ୍ରୀକ୍ଷେତ୍ର, ଜଗିବେ ୬୦ ପ୍ଲାଟୁନ୍ ଫୋର୍ସ
ଡିସେମ୍ବର ୩୧ ତାରିଖଠୁ ନୂଆବର୍ଷ ପର୍ଯ୍ୟନ୍ତ ପ୍ରବଳ ଭିଡ଼ ଆଶଙ୍କାରେ ପୁରୀରେ ଟ୍ରାଫିକ୍ କଟକଣା ଜାରି କରାଯାଇଛି ।
Miscellaneous
ଲୋକଙ୍କ ପାଇଁ ଆସିଥିଲା, ରାସ୍ତାକଡ଼ରୁ ମିଳିଲା ପୁଳା ପୁଳା ମେଡିସିନ
ଲୋକଙ୍କୁ ବିନା ଖର୍ଚ୍ଚରେ ରୋଗ କବଳରୁ ମୁକୁଳାଇବାକୁ ସରକାର ପାଣି ପରି ଟଙ୍କା ଖର୍ଚ୍ଚ କରୁଛନ୍ତି । ମାତ୍ର ଏହି ମେଡିସିନ ଲୋକେ ଖାଇବା ବଦଳରେ ରାସ୍ତା କଡ଼ରେ ଫୋପଡ଼ା ଯାଉଛି।
Crime
ତୋରଣ ପୋତାକୁ ନେଇ ବିଜେପି- ବିଜେଡି ମୁହାଁମୁହିଁ, ୧୬୩ ଧାରା ଲାଗୁ
ନୂଆବର୍ଷ ତୋରଣ ପୋତାକୁ ନେଇ ବିବାଦ। ବିବାଦ ଉଗ୍ର ରୂପ ନେବାରୁ ଦେଖାଦେଲା ଉତ୍ତେଜନା ଓ ଛକାପଞ୍ଝା। ବିଜେଡି ଓ ବିଜେପି କର୍ମୀ ମୁହାଁମୁହିଁ ହେବା ପରେ ଜାରି ହେଲା ଧାରା ୧୬୩।
Crime
ରାତିରେ କଥା କଟାକଟି, ସକାଳୁ ରେଳ ଧାରଣାରୁ ମିଳିଲା ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ
ସ୍ୱାମୀଙ୍କ ସହ କଥା କଟାକଟି ଅତିଷ୍ଠ କଲା। ତେଣୁ ଘର ସଂସାରର ମୋହ ବି ତୁଛ ଲାଗିଲା। ଏପରି ସମୟରେ ବଞ୍ଚିବାଠୁ ମରିବାକୁ ଶ୍ରେୟକର ଭାବି ରାତି ଅଧରେ ଘର ଛାଡ଼ିଲେ ମହିଳା।
Accident
ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇ ଜଳିଗଲା, ଡ୍ରାଇଭର ଜୀବନ୍ତ ଦଗ୍ଧ
ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇ ଲାଗି ଯାଇଛି ନିଆଁ। ଏହି ନିଆଁରେ ଜଣେ ଟ୍ରକ୍ ଚାଳକ ଜୀବନ୍ତ ଦଗ୍ଧ ହୋଇ ଯାଇଥିବା ବେଳେ ଆଉ ଜଣେ ଡ୍ରାଇଭରଙ୍କ ପତ୍ତା ମିଳୁନି।