୬ ଜିଲ୍ଲାବାସୀଙ୍କୁ ବଜ୍ରପାତ ସହ ବର୍ଷା ଆଲର୍ଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କିଛି ଦିନ ହେବ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଥିବା ବେଳେ ଆଜି  ମଧ୍ୟ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ରାଜ୍ୟର ଗଞ୍ଜାମ, ପୁରୀ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଗଜପତି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ତେଣୁ ସକାଳ ୮ଟା ୩୦ ଯାଏଁ  ସତର୍କ ରହିବାକୁ ସୂଚନା ଦିଆଯାଇଛି।

Heavy rainfall in odisha

Niharika Rout
  • Published: Thursday, 15 October 2020
  • , Updated: 15 October 2020, 08:02 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କିଛି ଦିନ ହେବ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଥିବା ବେଳେ ଆଜି  ମଧ୍ୟ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି।

ରାଜ୍ୟର ଗଞ୍ଜାମ, ପୁରୀ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ଗଜପତି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ତେଣୁ ସକାଳ ୮ଟା ୩୦ ଯାଏଁ  ସତର୍କ ରହିବାକୁ ସୂଚନା ଦିଆଯାଇଛି।

Related story