୧୨ ଜିଲ୍ଲାରେ ହୋଇପାରେ ବଜ୍ରପାତ:ସକାଳ ୯ଟା ଯାଏଁ ସତର୍କ ସୂଚନା

ଭୁବନେଶ୍ୱର: (ଓଡ଼ିଶା ରିପୋର୍ଟର) ଆଜି ସକାଳ ୯ଟା ଯାଏଁ ରାଜ୍ୟର ୧୨ଟି ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ସତର୍କ ରହିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ନୟାଗଡ଼ ଓ ଭଦ୍ରକ।

lightening

lightening

Rakesh Mallick
  • Published: Tuesday, 03 October 2017
  • Updated: 03 October 2017, 05:49 AM IST

Sports

Latest News

ଭୁବନେଶ୍ୱର: (ଓଡ଼ିଶା ରିପୋର୍ଟର) ଆଜି ସକାଳ ୯ଟା ଯାଏଁ ରାଜ୍ୟର ୧୨ଟି ଜିଲ୍ଲାରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ସତର୍କ ରହିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ନୟାଗଡ଼ ଓ ଭଦ୍ରକ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos