ବଜ୍ରପାତରେ ୨ ମୃତ, ୩ ଗୁରୁତର ମେଡିକାଲ୍‌ରେ ଭର୍ତ୍ତି

ସାଲେପୁର(ମନୋଜ ଆଚାର୍ଯ୍ୟ): ବିଲରେ କାମ କରୁଥିବା ବେଳେ ବଜ୍ରପାତରେ ଗତକାଲି ବାଲେଶ୍ୱରରେ ୩ ଜଣଙ୍କ ଜୀବନ ଯାଇଥିବା ବେଳେ ଆଜି କଟକ ଜିଲ୍ଲାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ୩ ଜଣ ଗୁରୁତର ଆହତ ହୋଇ ନିଶ୍ଚିନ୍ତକୋଇଲି ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଗୁରୁତର ଆହତଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି। ଲଘୁଚାପ ଯୋଗୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ବିଳମ୍ୱରେ ବର୍ଷା ହୋଇଥିବାରୁ ଚାଷୀମାନେ ବିଲରେ ରୁଆ-ଉପୁଡ଼ା କାମ କରୁଛନ୍ତି। ଆଜି ମଧ୍ୟାହ୍ନରେ ପାଳଦା […]

LIGHTNING-KILLS-TWO-FARMERS-IN-SALEPUR-ODISHA

Manoranjan Sial
  • Published: Tuesday, 06 August 2019
  • Updated: 06 August 2019, 06:08 PM IST

Sports

Latest News

ସାଲେପୁର(ମନୋଜ ଆଚାର୍ଯ୍ୟ): ବିଲରେ କାମ କରୁଥିବା ବେଳେ ବଜ୍ରପାତରେ ଗତକାଲି ବାଲେଶ୍ୱରରେ ୩ ଜଣଙ୍କ ଜୀବନ ଯାଇଥିବା ବେଳେ ଆଜି କଟକ ଜିଲ୍ଲାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ୩ ଜଣ ଗୁରୁତର ଆହତ ହୋଇ ନିଶ୍ଚିନ୍ତକୋଇଲି ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଗୁରୁତର ଆହତଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି।

ଲଘୁଚାପ ଯୋଗୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ବିଳମ୍ୱରେ ବର୍ଷା ହୋଇଥିବାରୁ ଚାଷୀମାନେ ବିଲରେ ରୁଆ-ଉପୁଡ଼ା କାମ କରୁଛନ୍ତି। ଆଜି ମଧ୍ୟାହ୍ନରେ ପାଳଦା ଗାଁ ପାଖ ବିଲରେ ଜଳଧର ଦାସ ଓ ମହେଶ୍ୱର କାଣ୍ଡି କାମ କରୁଥିଲେ। ଏହି ସମୟରେ ବଜ୍ରପାତ ହେବାରୁ ଉଭୟ ଚେତା ହରାଇ ପଡ଼ିଯାଇ ଥିଲେ। ତାଙ୍କୁ ଉଦ୍ଧାର କରାଯାଇ ନିଶ୍ଚିନ୍ତକୋଇଲି ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।

ସେହିପରି ରାମକୃଷ୍ଣପୁର ଗାଁ ଗୋପାଳ ମଲ୍ଲ, ଜଟାଧାରୀ ଲେଙ୍କା ଓ ମନ୍ଦାକିନୀ ବେହେରା ବିଲରେ କାମ କରୁଥିବା ବେଳେ ବଜ୍ରପାତ ହୋଇଥିଲା। ସେମାନଙ୍କୁ ଗୁରୁତର ଅବସ୍ଥାରେ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ସେମାନଙ୍କ ଚିକିତ୍ସା ଚାଲିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story