୪ ଜିଲ୍ଲାରେ ବଜ୍ରପାତ ସମ୍ଭାବନା, ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସନ୍ଧ୍ୟା ସାଢ଼େ ୬ଟା ପର୍ଯ୍ୟନ୍ତ ରାଜ୍ୟର ୪ଟି ଜିଲ୍ଲାର ୪ଟି ସ୍ଥାନରେ ବଜ୍ରପତା ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଏହି ସ୍ଥାନଗୁଡିକ ହେଲା ଖୋର୍ଦ୍ଧାର ବାଣପୁର, କୋରାପୁଟର ଜୟପୁର, ରାୟଗଡ଼ାର ଗୁଣପୁର ଏବଂ ଗଜପତି ଜିଲ୍ଲା।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।