ଦିନ ସାଢ଼େ ୧୧ଟା ମଧ୍ୟରେ ସତର୍କ ରହିବାକୁ ପରାମର୍ଶ; ୧୮ ଜିଲ୍ଲାରେ ହୋଇପାରେ ବଜ୍ରପାତ

ଭୁବନେଶ୍ୱର: ଆଜି ଦିନ ସାଢ଼େ ୧୧ଟା ମଧ୍ୟରେ ରାଜ୍ୟର ୧୮ ଜିଲ୍ଲାରେ ବଜ୍ରପାତ ହୋଇପାରେ। ତେଣୁ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଚ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୋନପୁର, ବରଗଡ଼ ଓ ସୁନ୍ଦରଗଡ଼ ପ୍ରଭୃତି ଜିଲ୍ଲାରେ ବଜ୍ରପାତ ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ligh

Rakesh Mallick
  • Published: Sunday, 01 October 2017
  • , Updated: 01 October 2017, 08:14 AM IST

ଭୁବନେଶ୍ୱର: ଆଜି ଦିନ ସାଢ଼େ ୧୧ଟା ମଧ୍ୟରେ ରାଜ୍ୟର ୧୮ ଜିଲ୍ଲାରେ ବଜ୍ରପାତ ହୋଇପାରେ। ତେଣୁ ସତର୍କ ରହିବାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଚ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୋନପୁର, ବରଗଡ଼ ଓ ସୁନ୍ଦରଗଡ଼ ପ୍ରଭୃତି ଜିଲ୍ଲାରେ ବଜ୍ରପାତ ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Related story