ଆସୁଛି ଆଉ ଏକ ଲଘୁଚାପ, ଜନ୍ମାଷ୍ଟମୀରେ ପ୍ରବଳ ଛେଚିବ!

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅଗଷ୍ଟ ୧୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ ତାରିଖ ଅର୍ଥାତ ଜନ୍ମାଷ୍ଟମୀରୁ ବର୍ଷା ବଢିବ। ୧୯ ଓ ୨୦ ତାରିଖରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ୧୯ ଅଗଷ୍ଟ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ […]

Rain

Rain

Manoranjan Sial
  • Published: Tuesday, 16 August 2022
  • Updated: 16 August 2022, 04:03 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଅଗଷ୍ଟ ୧୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ ତାରିଖ ଅର୍ଥାତ ଜନ୍ମାଷ୍ଟମୀରୁ ବର୍ଷା ବଢିବ। ୧୯ ଓ ୨୦ ତାରିଖରେ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

https://twitter.com/mcbbsr/status/1559450209939501059?s=20&t=SHo3TBSKdAOOAXQMqnZk_g

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଗୁରୁବାର ସକାଳ ସାଢ଼େ ୮ଟାରୁ ୧୯ ତାରିଖ ସକାଳ ସେଢ଼ ୮ଟା ପର୍ଯ୍ୟନ୍ତ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସିଏମ୍‌ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୯ ତାରିଖ ସକାଳ ସାଢ଼େ ୮ଟାରୁ ୨୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଯାଜପୁର, ଭଦ୍ରକ, କେନ୍ଦୁଝର, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସିଏମ୍‌ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଠିକ୍‌ ସେହିପରି ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସିଏମ୍‌ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1559479445118865410?s=20&t=SHo3TBSKdAOOAXQMqnZk_g

୨୦ ତାରିଖ ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସିଏମ୍‌ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ସୋନପୁର, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସିଏମ୍‌ ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://twitter.com/mcbbsr/status/1559483619940265984?s=20&t=SHo3TBSKdAOOAXQMqnZk_g

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story