ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲିଙ୍ଗରାଜ ମନ୍ଦିର ଚୌହଦୀରେ ଆଜିଠାରୁ ପୁଣି ଆରମ୍ଭ ହେବ ଉଚ୍ଛେଦ ଅଭିଯାନ । ୨ ଦିନର ବିରତି ପରେ ଆଜିଠାରୁ ପୁଣି ବୁଲଡୋଜର ବୁଲିବ । ଗତକାଲି ବୈଠକ ପରେ ବିଏମ୍ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ଏହି ସୂଚନା ଦେଇଥିଲେ । କ୍ଷୁଦ୍ର ବ୍ୟବସାୟୀଙ୍କୁ ଥଇଥାନ କରାଯିବ ଏବଂ ଖୁବ ଶୀଘ୍ର ଲିଙ୍ଗରାଜ ମନ୍ଦିର ସୌନ୍ଦର୍ଯ୍ୟକରଣ ନେଇ ବ୍ଲୁ ପ୍ରିଣ୍ଟ ସାର୍ବଜନୀନ କରାଯିବ ବୋଲି ବିଏମ୍ସି କମିଶନର କହିଛନ୍ତି ।
ସୋମବାର ଲିଙ୍ଗରାଜ ମନ୍ଦିର ପୂର୍ବ ଏବଂ ଉତ୍ତର ପଟୁ ବିଡିଏ, ବିଏମସିର ଜଏଣ୍ଟ ସ୍କ୍ୱାଡ୍ ପକ୍ଷରୁ ଉଚ୍ଛେଦ ଆରମ୍ଭ ହୋଇଥିଲା । ତେବେ ମଙ୍ଗଳବାର ଉଚ୍ଛେଦକୁ ବିରୋଧ କରି ରାସ୍ତା ଅବରୋଧ କରିଥିଲେ ବ୍ୟବସାୟୀ ଓ ସ୍ଥାନୀୟ ବାସିନ୍ଦା । ଏହାପରେ ଗତକାଲି ବିଏମସି କମିଶନରଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ଥଇଥାନ କରି ପରେ ଉଚ୍ଛେଦ କରିବାକୁ ବୈଠକରେ ଦାବି କରିଥିଲେ ୧୦ ଜଣିଆ ପ୍ରତିନିଧି ମଣ୍ଡଳୀ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
୩ ଜିଲ୍ଲା ବୁଲିବା ପରେ କ୍ଷୟକ୍ଷତି ଆବେଦନ ଦିନଟିଏ ବଢ଼ାଇଲେ ମୁଖ୍ୟମନ୍ତ୍ରୀ
କ୍ଷୟକ୍ଷତି ଆକଳନ ୩୦ ତାରିଖ ଯାଏଁ ଚାଲିବ ବୋଲି ପୂର୍ବରୁ ଘୋଷଣା ହୋଇଥିଲା। ବୀମାଭୁକ୍ତ ନଥିଲେ ଚାଷୀ କିପରି ସାହାଯ୍ୟ ପାଇବେ, ସେନେଇ ସରକାର ଚିନ୍ତା କରୁଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଜିରୋ ନାଇଟ୍ ପାଇଁ ପୁଲିସର ଜିରୋ ଟଲେରାନ୍ସ, ଟୁଇନ୍ ସିଟିରେ ସୁରକ୍ଷା କଡ଼ାକଡ଼ି
ଡ୍ରିଙ୍କ୍ ଆଣ୍ଡ ଡ୍ରାଇଭ୍ ବିରୋଧୀ ଅଭିଯାନକୁ ଜୋରଦାର କରିବ ପୁଲିସ। ପୁରୀ ପାଇଁ ଜାରି ହୋଇଛି ଟ୍ରାଫିକ୍ କଟକଣା।
Politics
ଉଜୁଡ଼ା କ୍ଷେତ ବୁଲି ଚାଷୀଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ
କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟି ଅସୁବିଧା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ। କ୍ଷତିପୂରଣ ପାଇଁ ପ୍ରତିଶ୍ରୁତି ବି ଦେଇଛନ୍ତି।
Events & Festivals
୩୧ ଓ ୧ ତାରିଖରେ କେବଳ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ
ସାଧାରଣ ଭକ୍ତ କେବଳ ସିଂହଦ୍ୱାର ଦେଇ ପ୍ରବେଶ କରିବେ। ଅନ୍ୟ ୩ ଦ୍ୱାର ଦେଇ ପ୍ରବେଶ ମନା। କେବଳ ପ୍ରସ୍ଥାନ କରିବେ। ତେଣେ ନୂଆବର୍ଷରେ ଭିଡ଼ ନିୟନ୍ତ୍ରଣ ପାଇଁ ପୁରୀରେ ୬୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି।
Miscellaneous
କୁଦୋପାଲିର ଇତିହାସ ପଢ଼ିବ ବିଶ୍ୱ; ଗୋଟିଏ ଦିନରେ ସହିଦ ହୋଇଥିଲେ ୫୩ ସଂଗ୍ରାମୀ
କୁଦୋପାଲି ପାହାଡ଼ରେ ଇଂରେଜଙ୍କ ବିରୋଧରେ ହୋଇଥିବା ଲଢ଼େଇରେ ଗୋଟିଏ ଦିନରେ ୫୩ଜଣ ସଂଗ୍ରାମୀ ସହିଦ୍ ହୋଇଥିଲେ। ନ୍ୟାସନାଲ ବୁକ୍ ଟ୍ରଷ୍ଟ ଦ୍ୱାରା ପ୍ରକାଶିତ ଏହି ପୁସ୍ତକଟିର ନାମ ରହିଛି 'ଦି ସାଗା ଅଫ୍ କୁଦୋପାଲି, ଦି ଅନସଙ୍ଗ୍ ଷ୍ଟୋରୀ ଅଫ୍ ୧୮୫୭'।