ନନ୍ଦନକାନନରେ ଆଖି ବୁଜିଲା ସିଂହୀ ‘ସୁପ୍ରିୟା’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଆଖି ବୁଜିଲା ସିଂହୀ ‘ସୁପ୍ରିୟା’। ଗତ କିଛି ଦିନ ଧରି ଅସୁସ୍ଥ ଥିବା ‘ସୁପ୍ରିୟା’ର ଆଜି ସକାଳ ପ୍ରାୟ ସାଢ଼େ ୯ଟା ବେଳେ ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ସୁପ୍ରିୟାକୁ ୧୫ ବର୍ଷ ହୋଇଥିବା ନନ୍ଦନକାନନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ଦୀର୍ଘ ଦିନ ହେଲା ବନ୍ଦ ରହିଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଆସନ୍ତା ୪ ତାରିଖରେ ଖୋଲିବ । ଏନେଇ ନନ୍ଦନକାନନ ଉପନିର୍ଦ୍ଦେଶକ ସୂଚନା […]

lion

lion

Niharika Rout
  • Published: Tuesday, 29 September 2020
  • Updated: 29 September 2020, 01:43 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଆଖି ବୁଜିଲା ସିଂହୀ ‘ସୁପ୍ରିୟା’। ଗତ କିଛି ଦିନ ଧରି ଅସୁସ୍ଥ ଥିବା ‘ସୁପ୍ରିୟା’ର ଆଜି ସକାଳ ପ୍ରାୟ ସାଢ଼େ ୯ଟା ବେଳେ ମୃତ୍ୟୁ ହୋଇଛି। ମୃତ୍ୟୁ ବେଳକୁ ସୁପ୍ରିୟାକୁ ୧୫ ବର୍ଷ ହୋଇଥିବା ନନ୍ଦନକାନନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ଦୀର୍ଘ ଦିନ ହେଲା ବନ୍ଦ ରହିଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଆସନ୍ତା ୪ ତାରିଖରେ ଖୋଲିବ । ଏନେଇ ନନ୍ଦନକାନନ ଉପନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଏହି ସମୟରେ କରୋନା ସତର୍କତା ପାଳନକୁ କଡ଼ାକଡ଼ି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story