କାଲିଠୁ କାଉଣ୍ଟରରେ ମିଳିବ ମଦ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା କାଲିଠାରୁ ମଦ ଦୋକାନ କାଉଣ୍ଟରରେ ମିଳିବ ମଦ। ବିଦେଶୀ ମଦ, ବିୟର ଦୋକାନ କାଉଣ୍ଟରରେ ଏହା ମିଳିବ । ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ଦୋକାନ ଖୋଲା ରହିବ। ସାନ୍ଧ୍ୟକାଳୀନ ଭିଡ଼କୁ ଏଡ଼ାଇବା ପାଇଁ ୬ଟା ପର୍ଯ୍ୟନ୍ତ ସମୟ ଧାର୍ଯ୍ୟ କରାଯାଇଛି। କାଉଣ୍ଟରରେ ଅଧିକ ଭିଡ଼ ହେବା ଆଶଙ୍କାକୁ ଏଡ଼ାଇବାକୁ ଇ-ଟୋକନ ବ୍ୟବସ୍ଥା କରାଯିବ । ପୋର୍ଟାଲରେ ସ୍ଲଟ ବୁକିଂ କରି ଟୋକନ ହାସଲ କରିବାକୁ ପଡ଼ିବ। ଟୋକନ ପାଇବା […]

liquor-1

liquor-1

Niharika Rout
  • Published: Tuesday, 30 June 2020
  • Updated: 30 June 2020, 12:28 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା କାଲିଠାରୁ ମଦ ଦୋକାନ କାଉଣ୍ଟରରେ ମିଳିବ ମଦ। ବିଦେଶୀ ମଦ, ବିୟର ଦୋକାନ କାଉଣ୍ଟରରେ ଏହା ମିଳିବ । ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ଦୋକାନ ଖୋଲା ରହିବ। ସାନ୍ଧ୍ୟକାଳୀନ ଭିଡ଼କୁ ଏଡ଼ାଇବା ପାଇଁ ୬ଟା ପର୍ଯ୍ୟନ୍ତ ସମୟ ଧାର୍ଯ୍ୟ କରାଯାଇଛି।

କାଉଣ୍ଟରରେ ଅଧିକ ଭିଡ଼ ହେବା ଆଶଙ୍କାକୁ ଏଡ଼ାଇବାକୁ ଇ-ଟୋକନ ବ୍ୟବସ୍ଥା କରାଯିବ । ପୋର୍ଟାଲରେ ସ୍ଲଟ ବୁକିଂ କରି ଟୋକନ ହାସଲ କରିବାକୁ ପଡ଼ିବ। ଟୋକନ ପାଇବା ପରେ ଜଣେ ମଦ ଦୋକାନ ଯାଇପାରିବେ। ଇ-ଟୋକନ କିଭଳି ମିଳିବ, ସେନେଇ ଦୋକାନୀ ଡିସ୍‌ପ୍ଲେ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story