ସମ୍ଭାବ୍ୟ ବାତ୍ୟା ପାଇଁ ଆସନ୍ତା ୨ ଦିନ ଏହି ୩ ଜିଲ୍ଲାରେ ସ୍କୁଲ ଛୁଟି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ୍‌’କୁ ଦୃଷ୍ଟିରେ ରଖି କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାପାଳ ଆସନ୍ତା ଦୁଇଦିନ ଯାଏଁ ଜିଲ୍ଲାର ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ଏଥିସହ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ଛୁଟି ଘୋଷଣା କରାଯାଇଛି। ଯଦିଓ ଏହି ବାତ୍ୟା ପଶ୍ଚିମବଙ୍ଗ ଓ ବାଂଲାଦେଶ ଦେଇ ମୁହାଁଇବ ତଥାପି ଓଡ଼ିଶା ସରକାରଙ୍କ ପକ୍ଷରୁ ସତର୍କ ନଜର ରଖାଯାଇଛି। ପାରାଦୀପଠାରୁ ୭୦୦ କିମି ଦୂରରେ ବାତ୍ୟା ‘ବୁଲ୍‌ବୁଲ୍’ କେନ୍ଦ୍ରୀଭୂତ ହୋଇଛି। ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଏହା […]

Untitled-1-750x430

Untitled-1-750x430

Tapas Behera
  • Published: Thursday, 07 November 2019
  • Updated: 07 November 2019, 06:14 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ୍‌’କୁ ଦୃଷ୍ଟିରେ ରଖି କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାପାଳ ଆସନ୍ତା ଦୁଇଦିନ ଯାଏଁ ଜିଲ୍ଲାର ସବୁ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ଏଥିସହ ଅଙ୍ଗନବାଡ଼ି କେନ୍ଦ୍ର ମଧ୍ୟ ଛୁଟି ଘୋଷଣା କରାଯାଇଛି।

ଯଦିଓ ଏହି ବାତ୍ୟା ପଶ୍ଚିମବଙ୍ଗ ଓ ବାଂଲାଦେଶ ଦେଇ ମୁହାଁଇବ ତଥାପି ଓଡ଼ିଶା ସରକାରଙ୍କ ପକ୍ଷରୁ ସତର୍କ ନଜର ରଖାଯାଇଛି। ପାରାଦୀପଠାରୁ ୭୦୦ କିମି ଦୂରରେ ବାତ୍ୟା ‘ବୁଲ୍‌ବୁଲ୍’ କେନ୍ଦ୍ରୀଭୂତ ହୋଇଛି।

ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରି ଏହା ପଶ୍ଚିମବଙ୍ଗ ଓ ବାଂଲାଦେଶକୁ ମୁହାଁଇଛି। ଏହା ଓଡ଼ିଶା ଉପକୂଳଠୁ ୧୧୦ କିମି ଦୂରରେ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି। ତେଣୁ ମତ୍ସ୍ୟଜୀବୀଙ୍କୁ  ସମୁଦ୍ରକୁ ବାରଣ କରାଯାଇଛି।

ଅନ୍ୟପକ୍ଷରେ ଏହି ସମ୍ଭାବ୍ୟ ବାତ୍ୟା ଓଡ଼ିଶା ଛୁଇଁବନି । ତେବେ ଏହା ପ୍ରଭାବରେ ବର୍ଷା ହେବ ଓ ସେଥିରୁ ଫସଲ ରକ୍ଷା ଲାଗି ସତର୍କ ରହିବାକୁ ପଡ଼ିବ। ସମ୍ଭାବ୍ୟ ବାତ୍ୟା ‘ବୁଲ୍‌ବୁଲ୍‌’କୁ ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଆଧାରରେ ଏସ୍‌ଆର୍‌ସି ଏହି ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story