କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): ଟ୍ରାଏଲ୍ ରନ୍ ବେଳେ ରେଳରୋକ । ପାରାଦୀପ-ହରିଦାସପୁର ରେଳ ଲାଇନ୍ରେ ପ୍ରଥମ ଥର ପାଇଁ ଆଜି ମାଲବାହୀ ଟ୍ରେନ୍ ଟ୍ରାଏଲ ରନ୍ କରୁଥିଲା। ହେଲେ ଉକ୍ତ ରେଳ ଲାଇନ୍ରେ ପାସେଞ୍ଜର ଟ୍ରେନ ଚଳାଇବା ଦାବିରେ ନୂଆଗାଁ ଷ୍ଟେସନରେ ରେଳରୋକ କରିଛନ୍ତି ସ୍ଥାନୀୟ ଲୋକେ ।
ପୂର୍ବାହ୍ନ ୧୧ଟା ୧୫ରେ ପାରାଦୀପ ଷ୍ଟେସନ୍ରୁ ଗଡିଥିଲା କୋଇଲା ବୋଝେଇ ଟ୍ରେନ୍ । କରୋନା କଟକଣା ଯୋଗୁ ଇଷ୍ଟକୋଷ୍ଟ ଜେନେରାଲ ମ୍ୟାନେଜର ଏହାର ଭର୍ଚୁଆଲ ଉଦଘାଟନ କରିଥିଲେ । ପାରାଦୀପରୁ ୫୮ ୱାଗନ ବିଶିଷ୍ଟ ମାଲବାହୀ ଟ୍ରେନ ରାଉରକେଲା ଯାଉଥିବା ବେଳେ ନୂଆଗାଁ ଷ୍ଟେସନରେ ସ୍ଥାନୀୟ ଲୋକେ ତାହାକୁ ଅଟକାଇଥିଲେ। ଏହି ରେଳ ଲାଇନ୍ରେ ପାସେଞ୍ଜର ଟ୍ରେନ ଚଳାଚଳ ନିମନ୍ତେ ଷ୍ଟେସନମାଷ୍ଟରଙ୍କଠାରୁ ଲିଖିତ ପ୍ରତିଶ୍ରୁତି ଦାବି କରିଛନ୍ତି ଆନ୍ଦୋଳନକାରୀ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସନ୍ଧ୍ୟାରେ ଦୁର୍ଘଟଣାରେ ଚାଲିଗଲା ଜୀବନ; ରାତିରେ ଘରେ ବୁଲିଲା କଳାକନା
ବିଜୟଙ୍କ ମୃତ୍ୟୁ ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି।
Crime
୪ଟି ମନ୍ଦିରରୁ ସିରିଜ ଚୋରି; ନେଇଗଲେ ଠାକୁରଙ୍କ ଅଳଙ୍କାର
ମନ୍ଦିରର ତାଲା ଭାଙ୍ଗି ଠାକୁରଙ୍କ ସୁନା ଅଳଙ୍କାର ଲୁଟିନେଲେ ଚୋର।
Miscellaneous
ନନ୍ଦନକାନନକୁ ଆସିଲେ ନୂଆ ଅତିଥି
ହାଇଦ୍ରାବାଦ ନେହରୁ ଜୋଲଜିକାଲ୍ ପାର୍କ ସହ ନନ୍ଦନକାନନ ପ୍ରାଣୀ ଉଦ୍ୟନର ଜୀବଜନ୍ତୁଙ୍କ ଅଦଳବଦଳ ହୋଇଛି।
Politics
ଆଜିଠୁ ବିଧାନସଭା ଶୀତ ଅଧିବେଶନ; ଅତିରିକ୍ତ ବଜେଟ୍ ଆଣିବେ ମୁଖ୍ୟମନ୍ତ୍ରୀ
ମୋହନ ସରକାରଙ୍କ ଦ୍ୱିତୀୟ ଅଧିବେଶନ ଆରମ୍ଭରୁ ସରକାରଙ୍କୁ ଘେରିବାକୁ ତୟାର ବିରୋଧୀ।