ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠୁ ୫ଦିନ ପାଇଁ ଲୋକସେବା ଭବନ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ମାସରେ ୫ଦିନ ପାଇଁ ଲୋକସେବା ଭବନର ଉଦ୍ୟାନରେ ଯେକେହି ଶୀତଦିନିଆ ଫୁଲର ଆନନ୍ଦ ଉଠାଇପାରିବେ। ଉଦ୍ୟାନର ଶୋଭାକୁ ଯେଭଳି ସାଧାରଣ ଲୋକ ଉଠାଇପାରିବେ।
ସେଥିପାଇଁ ଚଳିତମାସ ୧୧, ୧୨,୧୯,୨୫ ଓ ୨୬ତାରିଖ ଅପରାହ୍ନ ୩ଟାରୁ ସାଢ଼େ ୫ଟା ପର୍ଯ୍ୟନ୍ତ ଏହା ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ। ଲୋକସେବା ଭବନର ଏକ ନମ୍ୱର ଗେଟ୍ ଦେଇ ସାଧାରଣ ଲୋକମାନେ ଏହି ଉଦ୍ୟାନର ଆନନ୍ଦ ନେଇପାରିବେ। ସୂଚନାଯୋଗ୍ୟ ଗତ ୫ତାରିଖରୁ ରାଜଭବନ ଉଦ୍ୟାନ ମଧ୍ୟ ସର୍ବସାଧାରଣଙ୍କ ପାଇଁ ଖୋଲା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବୈକୁଣ୍ଠଧାମ ଆଶ୍ରମରେ ଚାଲୁଥିଲା ଯୌନ ଉତ୍ପୀଡନ!
ଅଭିଯୋଗ ଅନୁସାରେ ଥରେ ଲୀନାଙ୍କୁ ଫୋନ୍ କରୁଥିବା ଆଶ୍ରମର ବାବା କ୍ରିଷ୍ଣ ମାଧବଙ୍କ ସହ ଯୋଗାଯୋଗ କରିଥିଲେ ଜିତେନ। ଏଥିପାଇଁ ସେ ୨,୦୦,୦୦୦ ଟଙ୍କା ମାଗିଲା। ୨,୦୦,୦୦୦ ଟଙ୍କା ଦେଲେ ଲୀନାଙ୍କୁ ଛାଡ଼ିଦେବି ବୋଲି କ୍ରିଷ୍ଣା କହିଥିଲେ।
Miscellaneous
୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ, ରାଜଭବନ ପର୍ଯ୍ୟନ୍ତ ରୋଡ୍ ସୋ। ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀଙ୍କୁ ଦେବେ ଗୁରୁମନ୍ତ୍ର।
Miscellaneous
ଜାନୁଆରୀ ୫ରୁ ଆଦିବାସୀ ମେଳା, ପ୍ରବାସୀ ବି ଦେଖିବେ ଓଡ଼ିଶାର ଆଦିବାସୀ ସଂସ୍କୃତି
ଚଳିତଥର ମେଳାକୁ ପ୍ରବାସୀ ଭାରତୀୟମାନେ ଆସିବାର ସମ୍ଭାବନା ଥିବାରୁ ରାଜ୍ୟ ସରକାର ସ୍ୱତନ୍ତ୍ର ବ୍ୟବସ୍ଥା କରୁଛନ୍ତି। ଆଦିବାସୀଙ୍କ କଳା, ସଂସ୍କୃତି, ପରମ୍ପରା ଓ ହସ୍ତତନ୍ତ ଆଦିର ବ୍ୟାପକ ପ୍ରଚାରପ୍ରସାର ପାଇଁ ଲକ୍ଷ୍ୟ ରଖିଛନ୍ତି ସରକାର।
Miscellaneous
ପାଣ୍ଡିଆନଙ୍କ ପତ୍ନୀଙ୍କ ଛୁଟି ଆବେଦନ ଖାରଜ କଲେ ମୋହନ ସରକାର, ମାଗିଥିଲେ ଆଉ ୬ ମାସ ଛୁଟି
ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ମନୋଜ କୁମାର ମହାନ୍ତି ଆଜି ୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତାଙ୍କୁ ଚିଠି ଲେଖି ତାଙ୍କର ଛୁଟି ଆବେଦନକୁ ରାଜ୍ୟ ସରକାର ଖାରଜ କରିଛନ୍ତି ବୋଲି ଅବଗତ କରାଇଛନ୍ତି ।
Miscellaneous
ଆଇନ ମନ୍ତ୍ରୀଙ୍କୁ ଭେଟି ନ୍ୟାୟ ମାଗିଲେ ରାଣୀ ପ୍ରିୟଦର୍ଶିନୀ
ବିପଦପୂର୍ଣ୍ଣ ଗାଡି ଚାଳନା ପାଇଁ ଘରକୁ ଯାଇ ସ୍କୁଟି ସିଜ୍ କରିଥିଲା ପରିବହନ ବିଭାଗ। ନୋଟିସ କିମ୍ବା ଇ-ଚାଲାଣ ନକରି ହଠାତ ଚଢ଼ାଉ ଦ୍ୱାରା ସମ୍ମାନ ହାନୀ ହୋଇଥିବା ଅଭିଯୋଗ ଆଣିଛନ୍ତି ଅଭିନେତ୍ରୀ।