ସର୍ବସାଧାରଣଙ୍କ ପାଇଁ ଆସନ୍ତାକାଲିଠୁ ଖୋଲିବ ଲୋକସେବା ଭବନ ଉଦ୍ୟାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠୁ ୫ଦିନ ପାଇଁ ଲୋକସେବା ଭବନ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ।  ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ମାସରେ ୫ଦିନ ପାଇଁ ଲୋକସେବା ଭବନର ଉଦ୍ୟାନରେ ଯେକେହି ଶୀତଦିନିଆ ଫୁଲର ଆନନ୍ଦ ଉଠାଇପାରିବେ। ଉଦ୍ୟାନର ଶୋଭାକୁ ଯେଭଳି ସାଧାରଣ ଲୋକ ଉଠାଇପାରିବେ। ସେଥିପାଇଁ ଚଳିତମାସ ୧୧, ୧୨,୧୯,୨୫ ଓ ୨୬ତାରିଖ ଅପରାହ୍ନ ୩ଟାରୁ ସାଢ଼େ ୫ଟା ପର୍ଯ୍ୟନ୍ତ ଏହା ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ। ଲୋକସେବା ଭବନର ଏକ […]

garden

garden

Manoranjan Sial
  • Published: Friday, 10 January 2020
  • Updated: 10 January 2020, 07:46 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠୁ ୫ଦିନ ପାଇଁ ଲୋକସେବା ଭବନ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ।  ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ମାସରେ ୫ଦିନ ପାଇଁ ଲୋକସେବା ଭବନର ଉଦ୍ୟାନରେ ଯେକେହି ଶୀତଦିନିଆ ଫୁଲର ଆନନ୍ଦ ଉଠାଇପାରିବେ। ଉଦ୍ୟାନର ଶୋଭାକୁ ଯେଭଳି ସାଧାରଣ ଲୋକ ଉଠାଇପାରିବେ।

ସେଥିପାଇଁ ଚଳିତମାସ ୧୧, ୧୨,୧୯,୨୫ ଓ ୨୬ତାରିଖ ଅପରାହ୍ନ ୩ଟାରୁ ସାଢ଼େ ୫ଟା ପର୍ଯ୍ୟନ୍ତ ଏହା ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ। ଲୋକସେବା ଭବନର ଏକ ନମ୍ୱର ଗେଟ‌୍‍ ଦେଇ ସାଧାରଣ ଲୋକମାନେ ଏହି ଉଦ୍ୟାନର ଆନନ୍ଦ ନେଇପାରିବେ। ସୂଚନାଯୋଗ୍ୟ ଗତ ୫ତାରିଖରୁ ରାଜଭବନ ଉଦ୍ୟାନ ମଧ୍ୟ ସର୍ବସାଧାରଣଙ୍କ ପାଇଁ ଖୋଲା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story