ଲୋକାୟୁକ୍ତ ନିଯୁକ୍ତି ନେଇ ସତ୍ୟପାଠ ଦାଖଲ କଲେ ରାଜ୍ୟ ସରକାର

ନୂଆଦିଲ୍ଲୀ (ଓଡ଼ିଶା ରିପୋର୍ଟର): ଆସନ୍ତା ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ଓଡ଼ିଶାରେ ଲୋକାୟୁକ୍ତ ଚୟନ ଶେଷ ହେବ। ଏପ୍ରିଲ୍ ୮ ତାରିଖରୁ ଲୋକାୟୁକ୍ତ କାର୍ଯ୍ୟ କରିବେ। ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ସୁପ୍ରିମ୍‌କୋର୍ଟରେ ଏଭଳି ଏକ ସତ୍ୟପାଠ ଦାଖଲ କରିଛନ୍ତି। ୨୦୧୪ ଫେବୃଆରୀ ୧୪ରେ ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଲୋକାୟୁକ୍ତ ବିଲ୍ ପାରିତ କରିଥିଲା। ତେବେ ଲୋକାୟୁକ୍ତ ନିଯୁକ୍ତି ପ୍ରସଙ୍ଗରେ ହେଉଥିବା ବିଳମ୍ବକୁ ନେଇ ସୁପ୍ରିମକୋର୍ଟ ତାଗିଦ୍ […]

court1

court1

Jitendra Garnayak
  • Published: Monday, 11 February 2019
  • Updated: 11 February 2019, 11:48 AM IST

Sports

Latest News

ନୂଆଦିଲ୍ଲୀ (ଓଡ଼ିଶା ରିପୋର୍ଟର): ଆସନ୍ତା ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ଓଡ଼ିଶାରେ ଲୋକାୟୁକ୍ତ ଚୟନ ଶେଷ ହେବ। ଏପ୍ରିଲ୍ ୮ ତାରିଖରୁ ଲୋକାୟୁକ୍ତ କାର୍ଯ୍ୟ କରିବେ। ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ ସୁପ୍ରିମ୍‌କୋର୍ଟରେ ଏଭଳି ଏକ ସତ୍ୟପାଠ ଦାଖଲ କରିଛନ୍ତି।

୨୦୧୪ ଫେବୃଆରୀ ୧୪ରେ ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଲୋକାୟୁକ୍ତ ବିଲ୍ ପାରିତ କରିଥିଲା। ତେବେ ଲୋକାୟୁକ୍ତ ନିଯୁକ୍ତି ପ୍ରସଙ୍ଗରେ ହେଉଥିବା ବିଳମ୍ବକୁ ନେଇ ସୁପ୍ରିମକୋର୍ଟ ତାଗିଦ୍ କରିଥିଲେ ଓ ସରକାର କେବେ ଲୋକାୟୁକ୍ତ ନିଯୁକ୍ତି କରିବେ, ସେନେଇ ନିର୍ଦ୍ଦିଷ୍ଟ ସମୟ ସୀମା ଧାର୍ଯ୍ୟ କରିବାକୁ କହିଥିଲେ।

ଆଜି ସର୍ବୋଚ୍ଚ ନ୍ୟାୟାଳୟରେ ଏ ପ୍ରସଙ୍ଗରେ ଶୁଣାଣି ବେଳେ ମୁଖ୍ୟ ଶାସନ ସଚିବ ନିଜେ ଉପସ୍ଥିତ ରହି ସତ୍ୟପାଠ ଦାଖଲ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story