ବୋମାମାଡ଼ କରି ଲକ୍ଷାଧିକ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ: ଆକ୍ରମଣରେ ଜଣେ ଗୁରୁତର

Loot by throughing bomb

6yu

6yu

Tapas Behera
  • Published: Sunday, 12 May 2019
  • Updated: 12 May 2019, 07:05 PM IST

Sports

Latest News

ଖୋର୍ଦ୍ଧା(ଓଡ଼ିଶା ରିପୋର୍ଟର):ବୋମାମାଡ଼ କରି ଲୁଟ୍।  ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ଥାନା ଗେଡ଼ଇାପାଲି-ଗୋବିନ୍ଦପୁର ରାସ୍ତାରେ ଏହି ଲୁଟ୍ କରିଛନ୍ତି ଦୁର୍ବୃତ୍ତ।  ଘରୋଇ କମ୍ପାନି କର୍ମଚାରୀମାନେ ଟଙ୍କା ନେଇ ଆସୁଥିବା ବେଳେ ୩ଟି ମୋଟର ସାଇକଲରେ ଆସି ବୋମାମାଡ଼ କରିଥିଲେ ୭ ଜଣ ଦୁର୍ବୃତ୍ତ।

ଏହା ପରେ କର୍ମଚାରୀଙ୍କ ମୁଣ୍ଡରେ ବନ୍ଧୁକ ରଖି ଲକ୍ଷାଧିକ ଟଙ୍କା ଲୁଟି ନେଇଥିଲେ ସେମାନେ। ବୋମାମାଡ଼ରେ ଡ୍ରାଇଭର ଗୁରୁତର ହୋଇଛନ୍ତି।  ତାଙ୍କୁ ଖୋର୍ଦ୍ଧାରୁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଛି। ଏତଲା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ କରୁଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story