ବୋମା ଫୁଟାଇ ବ୍ୟାଙ୍କରୁ ୩ ଲକ୍ଷ ଲୁଟ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବୁଗୁଡ଼ା ମାଣିତରା ଉତ୍କଳ ଗ୍ରାମ୍ୟ ବ୍ୟାଙ୍କରୁ ଦୁର୍ବୃତ୍ତମାନେ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ୩ଟି ବାଇକ୍‌ରେ ୫ଜଣ ଦୁର୍ବୃତ୍ତ ଆସି ବ୍ୟାଙ୍କ ଭିତରେ ପଶିବା ସହ ଆତଙ୍କ ସୃଷ୍ଟି କରିଥିଲେ। ପରେ ବୋମାମାଡ କରି  କର୍ମଚାରୀଙ୍କୁ ଭୟଭୀତ କରିବା ସହ ୩ ଲକ୍ଷ ଟଙ୍କା ଲୁଟି ଫେରାର ହୋଇଯାଇଥିଲେ। ଖବର ପାଇଁ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

loot

Rakesh Mallick
  • Published: Wednesday, 24 May 2017
  • , Updated: 24 May 2017, 07:27 PM IST

Related story