୨୫ ଲକ୍ଷ ଟଙ୍କାର ସୁନା ନେଇ ଚମ୍ପଟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀରେ ବଡ ଧରଣର ଲୁଟ୍ ହୋଇଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ଇନ୍ଦ୍ରଧନୁ ମାର୍କେଟରେ ଥିବା ଏକ ଜୁଏଲାରୀ ଦୋକାନ ଆଗରୁ ୨୫ ଲକ୍ଷ ଟଙ୍କାର ସୁନା ଲୁଟି ନେଇଛନ୍ତି ଲୁଟେରା। ସୁନା ଭର୍ତ୍ତି ବ୍ୟାଗକୁ ତଳେ ରଖି ଗହଣା ଦୋକାନୀ ଦୋକାନରେ ତାଲା ପକାଉଥିବା ବେଳେ ଲୁଟେରାମାନେ ଏହାକୁ ନେଇ ଚମ୍ପଟ ମାରିଥିଲେ। ଗତକାଲି ରାତିରେ ଏହି ଘଟଣା ଘଟିଛି। ଏନେଇ ନୟାପଲ୍ଲୀ ଥାନାରେ ଜୁଏଲାରୀ ଦୋକାନର ମାଲିକ ଏତଲା ଦେଇଛନ୍ତି। ପୁଲିସ୍ ଘଟଣାର […]

shopmmm

shopmmm

Tapaswini Nayak
  • Published: Friday, 29 March 2019
  • Updated: 29 March 2019, 08:19 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀରେ ବଡ ଧରଣର ଲୁଟ୍ ହୋଇଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ଇନ୍ଦ୍ରଧନୁ ମାର୍କେଟରେ ଥିବା ଏକ ଜୁଏଲାରୀ ଦୋକାନ ଆଗରୁ ୨୫ ଲକ୍ଷ ଟଙ୍କାର ସୁନା ଲୁଟି ନେଇଛନ୍ତି ଲୁଟେରା। ସୁନା ଭର୍ତ୍ତି ବ୍ୟାଗକୁ ତଳେ ରଖି ଗହଣା ଦୋକାନୀ ଦୋକାନରେ ତାଲା ପକାଉଥିବା ବେଳେ ଲୁଟେରାମାନେ ଏହାକୁ ନେଇ ଚମ୍ପଟ ମାରିଥିଲେ। ଗତକାଲି ରାତିରେ ଏହି ଘଟଣା ଘଟିଛି।

ଏନେଇ ନୟାପଲ୍ଲୀ ଥାନାରେ ଜୁଏଲାରୀ ଦୋକାନର ମାଲିକ ଏତଲା ଦେଇଛନ୍ତି। ପୁଲିସ୍ ଘଟଣାର ତଦନ୍ତ କରୁଛି। ତେବେ ଲୁଟ୍ ବେଳର ସମସ୍ତ ଦୃଶ୍ୟ ସିସିଟିଭିରେ ରେକର୍ଡ ହୋଇଥିବା ଜଣାପଡିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story