ବଲାଙ୍ଗିର (ମନୋରଞ୍ଜନ ଯୋଶୀ): ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ କୁଡ଼ାସିଂହା ଗାଁର ଉଜ୍ଜ୍ୱ ସାହୁଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ରାତି ପ୍ରାୟ ସାଢ଼େ ୧୧ଟା ବେଳେ ୧୦ରୁ ଅଧିକ ଡକାୟତ ୨ଟି ୪ ଚକିଆ ଗାଡ଼ିରେ ତାଙ୍କ ଘରକୁ ଆସିଥିଲେ। ସେମାନେ ବନ୍ଧୁକ ଓ ବିଭିନ୍ନ ଅସ୍ତ୍ରଶସ୍ତ୍ର ଦେଖାଇ ପରିବାର ଲୋକଙ୍କୁ ଭୟଭୀତ କରିଥିଲେ। ଏହାପରେ ୪୦ ଭରି ସୁନା ଏବଂ ନଗଦ ୪୦ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି।
ଖବର ପାଇ ବଲାଙ୍ଗିର ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ସିସିଟିଭି ଫୁଟେଜ ଆଧାରରେ ତଦନ୍ତ ଆରମ୍ଭ କରିଛି। ଏହି ଘଟଣାକୁ ନେଇ ଗାଁ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।