ମାରଣାସ୍ତ୍ର ଦେଖାଇ ଲୁଟି ନେଲେ ୪୦ ଭରି ସୁନା

ବଲାଙ୍ଗିର (ମନୋରଞ୍ଜନ ଯୋଶୀ): ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ କୁଡ଼ାସିଂହା ଗାଁର ଉଜ୍ଜ୍ୱ ସାହୁଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ରାତି ପ୍ରାୟ ସାଢ଼େ ୧୧ଟା ବେଳେ ୧୦ରୁ ଅଧିକ ଡକାୟତ ୨ଟି ୪ ଚକିଆ ଗାଡ଼ିରେ ତାଙ୍କ ଘରକୁ ଆସିଥିଲେ। ସେମାନେ ବନ୍ଧୁକ ଓ ବିଭିନ୍ନ ଅସ୍ତ୍ରଶସ୍ତ୍ର ଦେଖାଇ ପରିବାର ଲୋକଙ୍କୁ ଭୟଭୀତ କରିଥିଲେ। ଏହାପରେ ୪୦ ଭରି ସୁନା ଏବଂ ନଗଦ ୪୦ ହଜାର ଟଙ୍କା ଲୁଟି ନେଇଥିବା […]

loot

loot

Jyoshna Pradhan
  • Published: Friday, 24 January 2020
  • Updated: 24 January 2020, 09:43 AM IST

Sports

Latest News

ବଲାଙ୍ଗିର (ମନୋରଞ୍ଜନ ଯୋଶୀ): ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ଅନ୍ତର୍ଗତ କୁଡ଼ାସିଂହା ଗାଁର ଉଜ୍ଜ୍ୱ ସାହୁଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ରାତି ପ୍ରାୟ ସାଢ଼େ ୧୧ଟା ବେଳେ ୧୦ରୁ ଅଧିକ ଡକାୟତ ୨ଟି ୪ ଚକିଆ ଗାଡ଼ିରେ ତାଙ୍କ ଘରକୁ ଆସିଥିଲେ। ସେମାନେ ବନ୍ଧୁକ ଓ ବିଭିନ୍ନ ଅସ୍ତ୍ରଶସ୍ତ୍ର ଦେଖାଇ ପରିବାର ଲୋକଙ୍କୁ ଭୟଭୀତ କରିଥିଲେ। ଏହାପରେ ୪୦ ଭରି ସୁନା ଏବଂ ନଗଦ ୪୦ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି।

ଖବର ପାଇ ବଲାଙ୍ଗିର ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ସିସିଟିଭି ଫୁଟେଜ ଆଧାରରେ ତଦନ୍ତ ଆରମ୍ଭ କରିଛି। ଏହି ଘଟଣାକୁ ନେଇ ଗାଁ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story