ଆଠଗଡ଼(ନୀଳକଣ୍ଠ ଦୋରା): କଟକ ଜିଲ୍ଲା ଆଠଗଡ଼ର ଗୁରୁଡ଼ିଝାଟିଆ ଥାନା ଅନ୍ତର୍ଗତ ବ୍ରାହ୍ଣଣ ବସ୍ତ ଗାଁର ରବିନ୍ଦ୍ର ନାୟକଙ୍କ ଘରେ ଡକାୟତ ହୋଇଥିବା ଅଭିଯୋଗ ହୋଇଛି।
ଗତକାଲି ବିଳମ୍ୱିତ ରାତିରେ ୬ରୁ ୭ ଜଣ ଡକାୟତ ମୁହଁରେ କପଡ଼ା ବାନ୍ଧିବା ସହ ହାତରେ ବନ୍ଧୁକ ଓ ଭୁଜାଲି ଧରି ରବିନ୍ଦ୍ରଙ୍କ ଘରେ ପଶିଥିଲେ। ଏହାପରେ ପରିବାରର ସମସ୍ତ ସଦସ୍ୟଙ୍କୁ ବାନ୍ଧି ଭୁଜାଲିରେ ଆକ୍ରମଣ କରି ୬ ଭରି ସୁନା ଓ ୮୦ ହଜାର ଟଙ୍କା ଲୁଟି ନେଇଥିଲେ।
ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ବାବା କେଟିଏମ୍ ବାଇକ୍ରେ ଝିଅ ଧରି ବୁଲୁଥିଲେ...
ଯୁବତୀ ଜଣକ ଆହୁରି କହିଛନ୍ତି, ବିଜ୍ଞାନ ଯୁଗରେ ଲୋକମାନେ ନାନା ସମସ୍ୟା ନେଇ ବାବାଙ୍କ ପାଖକୁ ଯାଉଥିବା ଦେଖିବାକୁ ପାଇଥିଲି। ଯେଉଁ ମହିଳାଙ୍କର ପିଲା ଛୁଆ ହେଉନଥିଲା ବା ଯାହାକୁ କ୍ୟାନସର ପରି ଦୋରାରୋଗ ହୋଇଥିଲା, ସେମାନେ ବାବାଙ୍କ ପାଖକୁ ଯାଉଥିଲେ।
Crime
ବାଘ ଛାଲ ବିକ୍ରି ପାଇଁ ନେଉଥିବା ବେଳେ ମାଡ଼ି ବସିଲା ବନ ବିଭାଗ
୪ ଜଣ ତସ୍କର କଲରାପତରିଆ ବାଘ ଚାଲ ବିକ୍ରି ପାଇଁ ଯାଉଥିଲେ। ଏ ସମ୍ପର୍କରେ ଜାଣିପାରି ବାରିପଦା ବନଖଣ୍ଡ ଓ ଶିମିଳିପାଳର ସ୍ଵତନ୍ତ୍ର ଟିମ୍ ମିଳିତ ଭାବେ ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ ଚଢ଼ଉ କରିଥିଲା।
Politics
ଅଫେରା ପଥରେ ବିଜେପିର ଭେଟ୍ରାନ୍ ଲିଡର ସମୀର ଦେ
ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ।
Guest Column
୨୦୩୬ ମସିହାର ଓଡ଼ିଶା କେଉଁଭଳି ହେବ?
ପ୍ରଦୂଷଣ ହେତୁ ଆଜି ଅଞ୍ଚଳରେ ଅନେକ ଲୋକ ଯକ୍ଷ୍ମା ବେମାରୀରେ ପଡିଛନ୍ତି। ଅନେକ ଏହିହେତୁ ମରିଯାଉଛନ୍ତି। ଚାଷ ଭଲ ହେଉ ନାହିଁ। ଚୂନ ଗୁଣ୍ଡ ପଡ଼ିବାରୁ କୌଣସି ଫସଲ ଭଲ ହେଉନାହିଁ। ପାଚିବା ପୂର୍ବରୁ ଫଳ ଝଡ଼ିଯାଉଛି। ଲୋକେ ଚଳିବେ ବା କେମିତି? ଅଞ୍ଚଳରେ ପାଣି ମଧ୍ୟ ଭଲରେ ମିଳୁନାହିଁ, ନା ପିଇବା ଲାଗି ନା ବ୍ୟବହାର ଲାଗି। ଘର ବାହାରକୁ ବାହାରିଲେ ମୁହଁ ଧଳା ଦେଖାଯାଉଛି।