ସିରିଜ୍‌ ଲୁଟ୍‌: ୫ଟି ମନ୍ଦିରରୁ ନେଇ ଗଲେ ଅଳଙ୍କାର ଓ ଲକ୍ଷାଧିକ ଟଙ୍କା

ସୋର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ସାବିରା ଗାଁରେ ଥିବା ୫ଟି ମନ୍ଦିରରୁ ଚୋରି ଅଭିଯୋଗ ହୋଇଛି।  ଦୁର୍ବୃତ୍ତମାନେ ମନ୍ଦିରର ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ଗହଣା ଚୋରି କରି ନେଇଛନ୍ତି। ପତ୍ରାଶୁଣି ମନ୍ଦିର ଓ ଜାଗୁଳେଇ ମନ୍ଦିରରୁ ଦୁର୍ବୃତ୍ତମାନେ ସୁନାଚିତା, ହାର, ରୂପା ସହ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି। ସେହିଭଳି ରାଧାକୃଷ୍ଣ ମନ୍ଦିରର ହୁଣ୍ଡି ବାକ୍ସକୁ ନେଇ ଲୁଟେରାମାନେ ଫେରାର ହୋଇ ଯାଇଛନ୍ତି। ଅଞ୍ଚଳରେ ଆଉ ଦୁଇଟି ମନ୍ଦିରରୁ ମଧ୍ୟ ଚୋରି […]

soro 12

soro 12

Rakesh Mallick
  • Published: Thursday, 12 April 2018
  • Updated: 12 April 2018, 11:04 AM IST

Sports

Latest News

ସୋର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ସାବିରା ଗାଁରେ ଥିବା ୫ଟି ମନ୍ଦିରରୁ ଚୋରି ଅଭିଯୋଗ ହୋଇଛି।  ଦୁର୍ବୃତ୍ତମାନେ ମନ୍ଦିରର ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ଗହଣା ଚୋରି କରି ନେଇଛନ୍ତି। ପତ୍ରାଶୁଣି ମନ୍ଦିର ଓ ଜାଗୁଳେଇ ମନ୍ଦିରରୁ ଦୁର୍ବୃତ୍ତମାନେ ସୁନାଚିତା, ହାର, ରୂପା ସହ ଲକ୍ଷାଧିକ ଟଙ୍କା ଲୁଟି ନେଇଛନ୍ତି।

ସେହିଭଳି ରାଧାକୃଷ୍ଣ ମନ୍ଦିରର ହୁଣ୍ଡି ବାକ୍ସକୁ ନେଇ ଲୁଟେରାମାନେ ଫେରାର ହୋଇ ଯାଇଛନ୍ତି। ଅଞ୍ଚଳରେ ଆଉ ଦୁଇଟି ମନ୍ଦିରରୁ ମଧ୍ୟ ଚୋରି ଅଭିଯୋଗ ଆସିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story