ଚେକିଂ ନାଁରେ ବିଚ୍ ରାସ୍ତାରେ ମହିଳାଙ୍କଠାରୁ ଲୁଟିନେଲେ ସୁନା ଗହଣା

ଭବାନୀପାଟଣା (ରାଜ କୁମାର ସିଂଦେଓ): ଚେକିଂ ନାଁରେ ବିଚ୍ ରାସ୍ତାରେ ମହିଳାଙ୍କଠାରୁ ସୁନା ଗହଣା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆସିଛି କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହରରୁ। ଆଉ ସିସିଟିଭିରେ ଲୁଟ୍‌ର ପୂରା ଦୃଶ୍ୟ ବି କଏଦ ହୋଇଛି। ଅଭିଯୋଗ ଅନୁସାରେ, ଗତକାଲି ରାମକଲି ଅଗ୍ରଓ୍ୱାଲ ନାମକ ଜଣେ ମହିଳା ମାଉସୀମା’ ମନ୍ଦିରକୁ ଦର୍ଶନ କରିବାକୁ ଯାଇଥିଲେ। ଦର୍ଶନ ସାରି ଘରକୁ ଫେରୁଥିଲା ସମୟରେ ରାସ୍ତାରେ ତିନିଜଣ ଯୁବକ ହଠାତ୍‌ ତାଙ୍କୁ ଅଟକାଇଥିଲେ। ଉପରୁ […]

loot-b

loot-b

Tapaswini Nayak
  • Published: Saturday, 13 July 2019
  • Updated: 13 July 2019, 12:54 PM IST

Sports

Latest News

ଭବାନୀପାଟଣା (ରାଜ କୁମାର ସିଂଦେଓ): ଚେକିଂ ନାଁରେ ବିଚ୍ ରାସ୍ତାରେ ମହିଳାଙ୍କଠାରୁ ସୁନା ଗହଣା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆସିଛି କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହରରୁ। ଆଉ ସିସିଟିଭିରେ ଲୁଟ୍‌ର ପୂରା ଦୃଶ୍ୟ ବି କଏଦ ହୋଇଛି।

ଅଭିଯୋଗ ଅନୁସାରେ, ଗତକାଲି ରାମକଲି ଅଗ୍ରଓ୍ୱାଲ ନାମକ ଜଣେ ମହିଳା ମାଉସୀମା’ ମନ୍ଦିରକୁ ଦର୍ଶନ କରିବାକୁ ଯାଇଥିଲେ। ଦର୍ଶନ ସାରି ଘରକୁ ଫେରୁଥିଲା ସମୟରେ ରାସ୍ତାରେ ତିନିଜଣ ଯୁବକ ହଠାତ୍‌ ତାଙ୍କୁ ଅଟକାଇଥିଲେ। ଉପରୁ ଅର୍ଡର ଆସିଛି କହି ସେମାନେ ତାଙ୍କୁ ସମସ୍ତ ସୁନା ଗହଣା ଖୋଲି ଦେବାକୁ କହିଥିଲେ। ମହିଳା ଜଣଙ୍କ ପ୍ରଥମେ ମନା କରିଥିଲେ। ହେଲେ ଯୁବକମାନେ ତାଙ୍କୁ ଏନେଇ ବାଧ୍ୟ କରିବା ସହିତ ପିଟିବାକୁ ଧମକ ଦେବା ପରେ ସେ ଅସହାୟ ହୋଇ ପିନ୍ଧିଥିବା ସବୁ ସୁନା ଗହଣା ଖୋଲି ଏକ ପଲିଥିନ୍‌ରେ ରଖିଥିଲେ। ଏହାପରେ ଉକ୍ତ ତିନି ଯୁବକ ସେହି ସୁନା ଗହଣ ନେଇ ଫେରାର ହୋଇଯାଇଥିଲେ।

ଏନେଇ ମହିଳା ଜଣଙ୍କ ପରିବାର ଲୋକଙ୍କୁ ଜଣାଇଥିଲେ। ପରିବାର ଲୋକେ ସଙ୍ଗେସଙ୍ଗେ ନିକଟରେ ଥିବା ସିସିଟିଭିକୁ ଯାଞ୍ଚ କରିଥିଲେ। ହେଲେ ଲୁଟେରାଙ୍କ ଟେର୍ ପାଇ ନ ଥିଲେ। ପରେ ଏନେଇ ସେମାନେ ଥାନାରେ ଅଭିଯୋଗ କରିଥିଲେ। ପୁଲିସ୍‌ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story