ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ଘର କବାଟ ତାଡ଼ି ସୁନା ଅଳଙ୍କାର ଲୁଟ୍। ଗଞ୍ଜାମ ଜିଲ୍ଲା ହିଂଜିଳି ଥାନା ଅନ୍ତର୍ଗତ ଲେଙ୍କାଖାଲି ଗାଁରୁ ବିଳମ୍ବିତ ରାତିରେ ଦୁଇ ଜଣଙ୍କ ଘରୁ ଲୁଟ୍ପାଟ୍ ହୋଇଥିବା ଅଭିଯୋଗ ହୋଇଛି। ର୍ବୃତ୍ତମାନେ କବାଟ ଭାଙ୍ଗି ଲକ୍ଷାକ୍ଷିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା ମଧ୍ୟ ଲୁଟି ନେଇଛନ୍ତି। ସୁନା ରୁପା ଅଳଙ୍କାର ସହ ନଗଦ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି
ସୂଚନା ମୁତାବକ, ରାତିରେ ଗରମ ହେବାରୁ ଗାଁର ନିକୁଞ୍ଜ ପ୍ରଧାନ ଏବଂ ସହଦେଵ ଦଳାଇ ଘର ବାହାରେ ଶୋଇଥିଲେ। ଏହି ମଉକା ଦେଖି ଦୁର୍ବୃତ୍ତମାନେ ଘର ବାରିପଟେ କବାଟ ଭାଙ୍ଗି ଘର ଭିତରକୁ ପଶି ଆସିଥିଲେ। ଏହାପରେ ଆଲମାରୀ ତାଡି ନଗଦ ୬୦ ଗ୍ରାସର ସୁନା ଅଳଙ୍କାର ଓ ରୂପା ଗହଣା ସାଙ୍ଗକୁ ନଗଦ ଟଙ୍କା ମଧ୍ୟ ଲୁଟି ନେଇଛନ୍ତି।
ସକାଳୁ ସକାଳୁ ଘରର ଆସବାବପତ୍ର ଏଣେତେଣେ ପଡ଼ିଥିବା ଦେଖି ଲୁଟ୍ ସଂପର୍କରେ ଘର ମାଲିକ ଜାଣିବାକୁ ପାଇଥିଲେ। ଏ ନେଇ ଥାନାରେ ଅଭିଯୋଗ ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଆ ଖାଦ୍ୟ ଖାଇବେ ପ୍ରବାସୀ ଭାରତୀୟ: ପ୍ରଭାତୀ ପରିଡ଼ା
ସମ୍ମିଳନୀ ସମୟରେ ଭୁବନେଶ୍ୱରରେ ପଥ ଉତ୍ସବ ଚାଲିବ। ପୁରୀରେ ସିବିଚ୍ ଫେଷ୍ଟିଭାଲ ବି ଚାଲିବ। ରାଜ୍ୟର କଳା ସଂସ୍କୃତି ସମେତ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ପ୍ରଦର୍ଶିତ କରାଯିବ।
Miscellaneous
ଉଜୁଡ଼ିଗଲା ଫସଲ, ଜୀବନ ହାରିଦେଲେ ଚାଷୀ
ଚାଷ କରିବା ପାଇଁ କୈଳାସ ପାଖାପାଖି ଅଢେଇ ଲକ୍ଷ ଟଙ୍କା ଧାର କରଜ କରିଥିଲେ।
Miscellaneous
୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଡିସେମ୍ବର ୩୦ ଯାଏ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି। ୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।
Miscellaneous
କାଲିଠୁ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ବନ୍ଦ
୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ କହିଛି।