କାଳୀ ମନ୍ଦିରରୁ ଲୁଟ୍‌

ଆଳି(ବନମାଳି ସାହୁ): କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ ଓଳାଭରା କାଳୀ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ଲୁଟେରାମାନେ ମନ୍ଦିରର ଗ୍ରୀଲ ତାଡ଼ି ଏହି ଲୁଟ୍‌ କରିଛନ୍ତି। ଆଜି ସକାଳେ ପୂଜକ ମନ୍ଦିରକୁ ଆସିବା ପରେ ଘଟଣା ଜଣାପଡ଼ିଥିଲା। ଏନେଇ ରାଜକନିକା ଥାନାରେ ଅଭିଯୋଗ କରାଯାଇଛି। ପୁଲିସ୍ ମନ୍ଦିରକୁ ଯାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

ali

Tapaswini Nayak
  • Published: Tuesday, 25 December 2018
  • , Updated: 25 December 2018, 12:53 PM IST

ଆଳି(ବନମାଳି ସାହୁ): କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ ଓଳାଭରା କାଳୀ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ଲୁଟେରାମାନେ ମନ୍ଦିରର ଗ୍ରୀଲ ତାଡ଼ି ଏହି ଲୁଟ୍‌ କରିଛନ୍ତି।

ଆଜି ସକାଳେ ପୂଜକ ମନ୍ଦିରକୁ ଆସିବା ପରେ ଘଟଣା ଜଣାପଡ଼ିଥିଲା। ଏନେଇ ରାଜକନିକା ଥାନାରେ ଅଭିଯୋଗ କରାଯାଇଛି। ପୁଲିସ୍ ମନ୍ଦିରକୁ ଯାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

Related story