ଭୁବନେଶ୍ୱର: ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷ ଭାବେ ଦ୍ୱିତୀୟ ଥର ପାଇଁ ଦାୟିତ୍ୱ ନେଇଛନ୍ତି ଲୋପାମୁଦ୍ରା ବକ୍ସିପାତ୍ର। ଆଗାମୀ ୩ ବର୍ଷ ସେ ଏହି ଦାୟିତ୍ୱରେ ରହିବେ। ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ବିଞ୍ଜପ୍ତି ପ୍ରକାଶ ପାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।