ଆଜି ରାଜ ରାଜେଶ୍ୱର ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ (ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ଦୋଳ ଉତ୍ସବ ଓ ଦୋଳଯାତ୍ରା ଅନୁଷ୍ଠିତ ହେବ। ମହାପ୍ରଭୁ ସୁନାବେଶ ଓ ରାଜ ରାଜେଶ୍ୱର ବେଶରେ ଶ୍ରଦ୍ଧାଳଙ୍କୁ ଦର୍ଶନ ଦେବେ। ଫାଲଗୁନ ଶୁକ୍ଳ ଦଶମୀରୁ ପ୍ରତିପଦା ପର୍ଯ୍ୟନ୍ତ ଦୋଳ ଉତ୍ସବ ପାଳନ ହୋଇଥାଏ।  ଦୋଳ ଉତ୍ସବରେ ମହାପ୍ରଭୁ ଫଗୁ ଓ ଅବିର ଖେଳିବେ। ଶ୍ରୀମନ୍ଦିରରେ ସୁନାବେଶ ଓ ଅନ୍ୟାନ୍ୟ ନୀତିକାନ୍ତି ସରିବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳ ଗୋବିନ୍ଦ, […]

puri

puri

Tapaswini Nayak
  • Published: Monday, 09 March 2020
  • Updated: 09 March 2020, 08:12 AM IST

Sports

Latest News

ପୁରୀ (ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଏହି ଅବସରରେ ଶ୍ରୀମନ୍ଦିରରେ ଦୋଳ ଉତ୍ସବ ଓ ଦୋଳଯାତ୍ରା ଅନୁଷ୍ଠିତ ହେବ। ମହାପ୍ରଭୁ ସୁନାବେଶ ଓ ରାଜ ରାଜେଶ୍ୱର ବେଶରେ ଶ୍ରଦ୍ଧାଳଙ୍କୁ ଦର୍ଶନ ଦେବେ। ଫାଲଗୁନ ଶୁକ୍ଳ ଦଶମୀରୁ ପ୍ରତିପଦା ପର୍ଯ୍ୟନ୍ତ ଦୋଳ ଉତ୍ସବ ପାଳନ ହୋଇଥାଏ।  ଦୋଳ ଉତ୍ସବରେ ମହାପ୍ରଭୁ ଫଗୁ ଓ ଅବିର ଖେଳିବେ।

ଶ୍ରୀମନ୍ଦିରରେ ସୁନାବେଶ ଓ ଅନ୍ୟାନ୍ୟ ନୀତିକାନ୍ତି ସରିବା ପରେ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳ ଗୋବିନ୍ଦ, ଭୂଦେବୀ ଓ ଶ୍ରୀଦେବୀ ମଣି ବିମାନରେ ବିରାଜମାନ ହୋଇ ଶ୍ରୀମନ୍ଦିର ବେଢ଼ା ୭ ଥର ପରିକ୍ରମା କରିବେ। ଦୋଳବେଦୀ ତଳେ ଓ ଉପରେ ସାତଘେରା ବୁଲିବା ପରେ ଦୋଳରେ ବସି ଝୁଲିବେ। ପରେ ମହାପ୍ରଭୁଙ୍କ ଅନ୍ୟ ନୀତିକାନ୍ତି ସଂପନ୍ନ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story