ବାଲୁଗାଁ(ଓଡ଼ିଶା ରିପୋର୍ଟର): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଅଞ୍ଚଳରେ ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା କରିଛନ୍ତି। ଯୁବତୀ ଜଣକ ଇଂଜନପୁର ଗାଁର ଏବଂ ଯୁବକ ବାଣପୁର ଥାନା ଅନ୍ତର୍ଗତ ବିଷ୍ଣୁଡିହର। ମିଳିଥିବା ସୂଚନା ଅନୁଯାୟୀ, ଉଭୟଙ୍କ ମଧ୍ୟରେ ଦୀର୍ଘଦିନ ଧରି ପ୍ରେମ ସମ୍ପର୍କ ଥିଲା। କିନ୍ତୁ କାହିଁକି ଆତ୍ମହତ୍ୟା କଲେ ତାର କାରଣ ସ୍ପଷ୍ଟ ହୋଇନାହିଁ।
ଏପରିକି ପରିବାର ପକ୍ଷରୁ ମଧ୍ୟ କୌଣସି ପ୍ରତିକ୍ରିୟା ମିଳିପାରିନି। ଉଭୟେ ବିଷ୍ଣୁଡିହ ଗାଁର ପାଣିଟାଙ୍କି ନିକଟରେ ବିଷପାନ କରି ଆତ୍ମହତ୍ୟା କରିଛନ୍ତି। ଉଭୟଙ୍କୁ ପ୍ରଥମେ ବାଲୁଗାଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ଜଣଙ୍କୁ ଭୁବନେଶ୍ୱର ଏବଂ ଅନ୍ୟ ଜଣଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରିଯାଇଥିଲା। କିନ୍ତୁ ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଦୁଇ ଜଣଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ଅନ୍ତିମ ସତ୍କାର କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବ୍ରାଉନସୁଗର ନା ମୁଲତାନୀ ମାଟି; ଜବତ ସାମଗ୍ରୀକୁ ନେଇ ପ୍ରବଳ ଉତ୍ତେଜନା
ବ୍ରାଉନସୁଗର ନା ମୁଲତାନୀ ମାଟି। ବ୍ରାଉନସୁଗର ଜବତ କରିବାକୁ ଯାଇଥିବା ଅବକାରୀ ଟିମ୍ ପ୍ରବଳ ହଟହଟା ହୋଇଛି। ମିଛ କେସ୍ରେ ଫସା ଯାଉଥିବା ଅଭିଯୋଗରେ ପରିବାର ଲୋକେ ଅବକାରୀ ଟିମ୍ ଗାଡ଼ି ଚାବି ଅଟକ ରଖିଛନ୍ତି।
Crime
ବାପପୁଅ ପାଲଟିଗଲେ ଜହ୍ଲାଦ; ୪ ଯୁବକଙ୍କୁ ଖୁଣ୍ଟରେ ବାନ୍ଧି ନିସ୍ତୁକ ପିଟିଲେ, ଜଣେ ମୃତ
ଚୋରି ସନ୍ଦେହରେ ବାପପୁଅ ପାଲଟିଗଲେ ଜହ୍ଲାଦ । ଘଟାଇଲେ ତାଲବାନୀ ବର୍ବରତା । ଗାଁର କିଛି ଯୁବକଙ୍କୁ ଉଠାଇ ଆଣି ଖୁଣ୍ଟରେ ବାନ୍ଧି ନିଷ୍ଣୁର ପିଟିଲେ। ସେମାନଙ୍କ ଚିତ୍କାର ବି ବାପପୁଅଙ୍କ ମନକୁ ତରଳାଇ ପାରିଲାନି।
Politics
ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ
'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।